Deuteronomy 33:19 — Compare Translations
5 translations compared side by side
Odia - 1840
"ସମାନେେ ଲୋକମାନଙ୍କୁ ପର୍ବତକକ୍ସ୍ଟ ଡାକିବେ। ସଠାେରେ ଉତ୍ତମ ଧର୍ମବଳି ଉତ୍ସର୍ଗ କରିବେ। କାରଣ ସମାନେେ ସମକ୍ସ୍ଟଦ୍ରର ବହକ୍ସ୍ଟଳ ପଦାର୍ଥ ଓ ବାଲକ୍ସ୍ଟକାର ଗକ୍ସ୍ଟଲ୍ଗଧନ ଉପ ଭୋଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଲୋକମାନଙ୍କୁ ପର୍ବତକୁ ନିମନ୍ତ୍ରଣ କରିବେ; ସେଠାରେ ସେମାନେ ଧର୍ମବଳି ଉତ୍ସର୍ଗ କରିବେ; କାରଣ ସେମାନେ ସମୁଦ୍ରର ବହୁଳ ପଦାର୍ଥ ଓ ବାଲୁକାର ଗୁପ୍ତ ଧନ ଭୋଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଲୋକମାନଙ୍କୁ ପର୍ବତକୁ ଡାକିବେ। ସେଠାରେ ଉତ୍ତମ ଧର୍ମବଳି ଉତ୍ସର୍ଗ କରିବେ। କାରଣ ସେମାନେ ସମୁଦ୍ରର ବହୁଳ ପଦାର୍ଥ ଓ ବାଲୁକାର ଗୁପ୍ତଧନ ଉପଭୋଗ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଲୋକମାନଙ୍କୁ ପର୍ବତକୁ ନିମନ୍ତ୍ରଣ କରିବେ; ସେଠାରେ ସେମାନେ ଧର୍ମବଳି ଉତ୍ସର୍ଗ କରିବେ; କାରଣ ସେମାନେ ସମୁଦ୍ରର ବହୁଳ ପଦାର୍ଥ ଓ ବାଲୁକାର ଗୁପ୍ତ ଧନ ଭୋଗ କରିବେ।”
Odia IRV 2017 (ଓଡିଆ ବାଇବେଲ)
ସେମାନେ ଲୋକମାନଙ୍କୁ ପର୍ବତକୁ ନିମନ୍ତ୍ରଣ କରିବେ; ସେଠାରେ ସେମାନେ ଧର୍ମବଳି ଉତ୍ସର୍ଗ କରିବେ; କାରଣ ସେମାନେ ସମୁଦ୍ରର ବହୁଳ ପଦାର୍ଥ ଓ ବାଲୁକାର ଗୁପ୍ତ ଧନ ଭୋଗ କରିବେ।”