Deuteronomy 33:2 — Compare Translations
5 translations compared side by side
Odia - 1840
"ମାଶାେ ଆଶୀର୍ବାଦ କଲେ ଏବଂ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କହିଲେ, ସଦାପ୍ରଭୁ ସୀନୟରୁ ଆସିଲେ, ସେ ସେୟୀରରୁ ସେମାନଙ୍କ ପ୍ରତି ଉଦିତ ହେଲେ; ସେ ପାରଣ ପର୍ବତରୁ ସୁପ୍ରକାଶିତ ହେଲେ ଓ ସେ ଅୟୁତ ଅୟୁତ ପବିତ୍ର ପ୍ରାଣୀମାନଙ୍କ ନିକଟରୁ ଆସିଲେ; ତାହାଙ୍କ ଦକ୍ଷିଣ ହସ୍ତରେ ସେମାନଙ୍କ ପାଇଁ ଅଗ୍ନିମୟ ବ୍ୟବସ୍ଥା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଆଶୀର୍ବାଦ କଲେ ଏବଂ କହିଲେ, “ସଦାପ୍ରଭୁ ସୀନୟରୁ ଉଜ୍ଜ୍ୱଳ ଆଲୋକରେ ଆସିଲେ, ସେ ସେୟୀରରୁ ସେମାନଙ୍କ ପ୍ରତି ଉଦିତ ହେଲେ। ସେ ଆଲୋକବର୍ତ୍ତୀକା ରୂପେ ପାରଣ ପର୍ବତରୁ ପ୍ରକାଶିତ ହେଲେ। ସେ ଦଶହଜାର ପବିତ୍ର ପ୍ରାଣୀଙ୍କ ସହିତ ଆସିଲେ। ତାହାଙ୍କ ଦକ୍ଷିଣ ହସ୍ତରୁ ଅଗ୍ନିଶିଖା ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କହିଲେ, “ସଦାପ୍ରଭୁ ସୀନୟରୁ ଆସିଲେ, ସେ ସେୟୀରରୁ ସେମାନଙ୍କ ପ୍ରତି ଉଦିତ ହେଲେ; ସେ ପାରଣ ପର୍ବତରୁ ସୁପ୍ରକାଶିତ ହେଲେ ଓ ସେ ଅୟୁତ ଅୟୁତ ପବିତ୍ର ପ୍ରାଣୀମାନଙ୍କ ନିକଟରୁ ଆସିଲେ; ତାହାଙ୍କ ଦକ୍ଷିଣ ହସ୍ତରେ ସେମାନଙ୍କ ପାଇଁ ଅଗ୍ନିମୟ ବ୍ୟବସ୍ଥା ଥିଲା।”
Odia IRV 2017 (ଓଡିଆ ବାଇବେଲ)