Deuteronomy 33:23 — Compare Translations
5 translations compared side by side
Odia - 1840
"ମାଶାେ ନଲ୍ଗାଲିଙ୍କ ବିଷଯ ରେ ଏହିକଥା କହିଲେ, ନଲ୍ଗାଲି, ତୁମ୍ଭେ ଅମାପ ଧନର ଅଧିକାରୀ ହବେ। ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରିବେ। ତୁମ୍ଭେ ଗାଲିଲୀ ହ୍ରଦର ଦକ୍ଷିଣାଞ୍ଚଳ ସମସ୍ତ ଭୂମି ଅଧିକାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ନପ୍ତାଲି ବିଷୟରେ କହିଲେ, ହେ ନପ୍ତାଲି, ତୁମ୍ଭେ ଅନୁଗ୍ରହରେ ତୃପ୍ତ ଓ ସଦାପ୍ରଭୁଙ୍କ ଆଶୀର୍ବାଦରେ ପରିପୂର୍ଣ୍ଣ; ତୁମ୍ଭେ ପଶ୍ଚିମ ଓ ଦକ୍ଷିଣ ଦିଗ ଅଧିକାର କର ।
Odia Bible ERV 2004 (ପବିତ୍ର ବାଇବଲ)
ନପ୍ତାଲିଙ୍କର ଆଶୀର୍ବାଦ ମୋଶା ନପ୍ତାଲିଙ୍କ ବିଷୟରେ ଏହିକଥା କହିଲେ, “ନପ୍ତାଲି, ତୁମ୍ଭେ ଅମାପ ଧନର ଅଧିକାରୀ ହେବ। ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରିବେ। ତୁମ୍ଭେ ଗାଲିଲୀ ହ୍ରଦର ଦକ୍ଷିଣାଞ୍ଚଳ ସମସ୍ତ ଭୂମି ଅଧିକାର କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ନପ୍ତାଲି ବିଷୟରେ କହିଲେ, “ହେ ନପ୍ତାଲି, ତୁମ୍ଭେ ଅନୁଗ୍ରହରେ ତୃପ୍ତ ଓ ସଦାପ୍ରଭୁଙ୍କ ଆଶୀର୍ବାଦରେ ପରିପୂର୍ଣ୍ଣ; ତୁମ୍ଭେ ପଶ୍ଚିମ ଓ ଦକ୍ଷିଣ ଦିଗ ଅଧିକାର କର।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ନପ୍ତାଲି ବିଷୟରେ କହିଲେ, “ହେ ନପ୍ତାଲି, ତୁମ୍ଭେ ଅନୁଗ୍ରହରେ ତୃପ୍ତ ଓ ସଦାପ୍ରଭୁଙ୍କ ଆଶୀର୍ବାଦରେ ପରିପୂର୍ଣ୍ଣ; ତୁମ୍ଭେ ପଶ୍ଚିମ ଓ ଦକ୍ଷିଣ ଦିଗ ଅଧିକାର କର।”