Deuteronomy 33:25 — Compare Translations

5 translations compared side by side

Odia - 1840
"ତକ୍ସ୍ଟମ୍ଭ ନଗର ଫାଟକର ଅର୍ଗଳ ଲୌହର ଓ ପିତ୍ତଳର ହବେ। ତୁମ୍ଭର ଜୀବନକାଳ ମଧିଅରେ ତୁମ୍ଭେ ଶକ୍ତିଶାଳୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଅର୍ଗଳ ଲୌହ ଓ ପିତ୍ତଳମୟ ହେବ; ପୁଣି ଯେପରି ତୁମ୍ଭର ଦିନ, ସେପରି ତୁମ୍ଭର ବଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ନଗର ଫାଟକର ଅର୍ଗଳ ଲୌହର ଓ ପିତ୍ତଳର ହେବ। ତୁମ୍ଭର ଜୀବନକାଳ ମଧ୍ୟରେ ତୁମ୍ଭେ ଶକ୍ତିଶାଳୀ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଅର୍ଗଳ ଲୌହ ଓ ପିତ୍ତଳମୟ ହେବ; ପୁଣି, ଯେପରି ତୁମ୍ଭର ଦିନ, ସେପରି ତୁମ୍ଭର ବଳ ହେବ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଅର୍ଗଳ ଲୌହ ଓ ପିତ୍ତଳମୟ ହେବ; ପୁଣି, ଯେପରି ତୁମ୍ଭର ଦିନ, ସେପରି ତୁମ୍ଭର ବଳ ହେବ।”