Deuteronomy 33:26 — Compare Translations
5 translations compared side by side
Odia - 1840
" ହେ ୟିଶକ୍ସ୍ଟରକ୍ସ୍ଟଣ, ପରମେଶ୍ବରଙ୍କ ପରି ଆଉ କହେି ନାହିଁ। ସେ ତୁମ୍ଭକୁ ସାହାୟ୍ଯ କରିବା ପାଇଁ ଆକାଶ ରେ ଭ୍ରମଣ କରନ୍ତି। ତାଙ୍କର ମହିମା ବାଦଲ ଉପରେ ଆରୋହଣ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯିଶୁରୁଣ, ପରମେଶ୍ଵରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ତଳରେ ଓ ନିଜ ଗୌରବରେ ଗଗନମଣ୍ତଳରେ ଆରୋହଣ କରି ଗମନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ପରମେଶ୍ୱରଙ୍କର ପ୍ରଶଂସା କଲେ “ହେ ଯିଶୁରୁଣ, ପରମେଶ୍ୱରଙ୍କ ପରି ଆଉ କେହି ନାହିଁ। ସେ ତୁମ୍ଭକୁ ସାହାଯ୍ୟ କରିବା ପାଇଁ ଆକାଶରେ ଭ୍ରମଣ କରନ୍ତି। ତାଙ୍କର ମହିମା ବାଦଲ ଉପରେ ଆରୋହଣ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯିଶୁରୁଣ, ପରମେଶ୍ୱରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ଡଳରେ ଓ ନିଜ ଗୌରବରେ ଗଗନମଣ୍ଡଳରେ ଆରୋହଣ କରି ଗମନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ଯିଶୁରୁଣ, ପରମେଶ୍ୱରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ଡଳରେ ଓ ନିଜ ଗୌରବରେ ଗଗନମଣ୍ଡଳରେ ଆରୋହଣ କରି ଗମନ କରନ୍ତି।