Deuteronomy 33:27 — Compare Translations
5 translations compared side by side
Odia - 1840
"ପରମେଶ୍ବର ଅନନ୍ତକାଳସ୍ଥାଯୀ, ସେ ହେଉଛନ୍ତି ତୁମ୍ଭର ନିରାପଦରସ୍ଥାନ। ପରମେଶ୍ବରଙ୍କର ଶକ୍ତି ଅନନ୍ତକାଳ। ସେ ତକ୍ସ୍ଟମ୍ଭପାଇଁ ସକ୍ସ୍ଟରକ୍ଷା ଦେଉଛନ୍ତି। ପରମେଶ୍ବର ତକ୍ସ୍ଟମ୍ଭ ଦେଶରକ୍ସ୍ଟ ତକ୍ସ୍ଟମ୍ଭ ଶତୃମାନଙ୍କୁ ବିତାଡିତ କରିବେ। ସେ କହିବେ, 'ଶତୃମାନଙ୍କୁ ବିନାଶ କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନାଦି ପରମେଶ୍ଵର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ିଦେଲେ, ଆଉ ବିନାଶ କର ବୋଲି କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଅନନ୍ତକାଳସ୍ଥାୟୀ, ସେ ହେଉଛନ୍ତି ତୁମ୍ଭର ନିରାପଦର ସ୍ଥାନ। ପରମେଶ୍ୱରଙ୍କର ଶକ୍ତି ଅନନ୍ତକାଳ। ସେ ତୁମ୍ଭ ପାଇଁ ସୁରକ୍ଷା ଦେଉଛନ୍ତି। ପରମେଶ୍ୱର ତୁମ୍ଭ ଦେଶରୁ ତୁମ୍ଭ ଶତ୍ରୁମାନଙ୍କୁ ବିତାଡ଼ିତ କରିବେ। ସେ କହିବେ, ‘ଶତ୍ରୁମାନଙ୍କୁ ବିନାଶ କର।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ିଦେଲେ, ଆଉ “ବିନାଶ କର” ବୋଲି କହିଲେ।
Odia IRV 2017 (ଓଡିଆ ବାଇବେଲ)
ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ି ଦେଲେ, ଆଉ ବିନାଶ କର ବୋଲି କହିଲେ।