Deuteronomy 33:28 — Compare Translations
5 translations compared side by side
Odia - 1840
"ତେଣୁ ଇଶ୍ରାୟେଲୀୟମାନେ ନିରାପଦ ରେ ବାସ କରିପାରିବେ। ୟାକକ୍ସ୍ଟବର ନିର୍ଝର ଏକାକୀ ଶସ୍ଯ ଓ ଦ୍ରାକ୍ଷାରସ ମଯ ଦେଶ ରେ ବାସ କଲା। ତାଙ୍କର ଆକାଶ ଶିଶିର ଝରାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲ ନିର୍ଭୟରେ ବାସ କଲା, ଯାକୁବର ନିର୍ଝର ଏକାକୀ ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶରେ ବାସ କଲା; ହଁ, ତାହାର ଆକାଶରୁ ଶିଶିର କ୍ଷରେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲୀୟମାନେ ନିରାପଦରେ ବାସ କରି ପାରିବେ। ଯାକୁବର ନିର୍ଝର ଏକାକୀ ଶସ୍ୟ ଓ ଦ୍ରାକ୍ଷାରସ ମୟ ଦେଶରେ ବାସ କଲା। ତାଙ୍କର ଆକାଶ ଶିଶିର ଝରାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲ ନିର୍ଭୟରେ ବାସ କଲା, ଯାକୁବର ନିର୍ଝର ଏକାକୀ ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶରେ ବାସ କଲା ହଁ, ତାହାର ଆକାଶରୁ ମଧ୍ୟ ଶିଶିର କ୍ଷରେ।
Odia IRV 2017 (ଓଡିଆ ବାଇବେଲ)
“ତହିଁରେ ଇସ୍ରାଏଲ ନିର୍ଭୟରେ ବାସ କଲା, ଯାକୁବର ନିର୍ଝର ଏକାକୀ ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶରେ ବାସ କଲା ହଁ, ତାହାର ଆକାଶରୁ ମଧ୍ୟ ଶିଶିର କ୍ଷରେ।