Deuteronomy 33:29 — Compare Translations
5 translations compared side by side
Odia - 1840
"ହେ ଇଶ୍ରାୟେଲୀୟ, ତୁମ୍ଭମାନେେ ଆଶୀର୍ବାଦ ୟକ୍ସ୍ଟକ୍ତ। ତୁମ୍ଭମାନଙ୍କ ସହିତ କିଏ ସମାନ ହବେେ ନାହିଁ। ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସଦାପ୍ରଭୁ ହେଉଛନ୍ତି ତୁମ୍ଭର ଉପକାର ରୂପ ଢାଲ ସଦାପ୍ରଭୁ ହେଉଛନ୍ତି ଏକ ଶକ୍ତିଶାଳୀ ଖଡ୍ଗ ସ୍ବରୂପ। ତୁମ୍ଭର ଶତୃମାନେ ତୁମ୍ଭକୁ ଦେଖିଲେ ଡରିବେ ଏବଂ ତୁମ୍ଭେ ସମାନଙ୍କେ ପବିତ୍ର ସ୍ଥାନସବୁ ଦଳନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ସଦାପ୍ରଭୁଙ୍କ ଦ୍ଵାରା ଉଦ୍ଧାରପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ଼୍ଗ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଇସ୍ରାଏଲୀୟ, ତୁମ୍ଭେମାନେ ଆଶୀର୍ବାଦ ଯୁକ୍ତ। ତୁମ୍ଭମାନଙ୍କ ସହିତ କିଏ ସମାନ ହେବେ ନାହିଁ। ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସଦାପ୍ରଭୁ ହେଉଛନ୍ତି ତୁମ୍ଭର ଉପକାର ରୂପ ଢାଲ ସଦାପ୍ରଭୁ ହେଉଛନ୍ତି ଏକ ଶକ୍ତିଶାଳୀ ଖଡ଼୍ଗ ସ୍ୱରୂପ। ତୁମ୍ଭର ଶତ୍ରୁମାନେ ତୁମ୍ଭକୁ ଦେଖିଲେ ଡରିବେ ଏବଂ ତୁମ୍ଭେ ସେମାନଙ୍କ ପବିତ୍ର ସ୍ଥାନସବୁ ଦଳନ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାର ପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ୍ଗ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାରପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ୍ଗ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।”