Deuteronomy 33:3 — Compare Translations
5 translations compared side by side
Odia - 1840
"ହଁ, ସେ ଲୋକମାନଙ୍କୁ ପ୍ ରମେ କରନ୍ତି। ତାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସମାନେେ ତୁମ୍ଭର ଚରଣ ତଳେ ବସିଲେ। ପ୍ରେତ୍ୟକକ ଲୋକ ତକ୍ସ୍ଟମ୍ଭ ବାକ୍ଯ ଗ୍ରହଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ସେ ଲୋକମାନଙ୍କୁ ପ୍ରେମ କରନ୍ତି; ତାହାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସେମାନେ ତୁମ୍ଭର ଚରଣ ତଳେ ବସିଲେ; ପ୍ରତ୍ୟେକ ଜଣ ତୁମ୍ଭ ବାକ୍ୟରୁ ଗ୍ରହଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ହଁ, ସେ ଲୋକମାନଙ୍କୁ ପ୍ରେମ କରନ୍ତି। ତାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସେମାନେ ତୁମ୍ଭର ଚରଣ ତଳେ ବସିଲେ। ପ୍ରତ୍ୟେକ ଲୋକ ତୁମ୍ଭ ବାକ୍ୟ ଗ୍ରହଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ସେ ଲୋକମାନଙ୍କୁ ପ୍ରେମ କରନ୍ତି; ତାହାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସେମାନେ ତୁମ୍ଭର ଚରଣ ତଳେ ବସିଲେ; ପ୍ରତ୍ୟେକ ଜଣ ତୁମ୍ଭ ବାକ୍ୟରୁ ଗ୍ରହଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ହଁ, ସେ ଲୋକମାନଙ୍କୁ ପ୍ରେମ କରନ୍ତି; ତାହାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସେମାନେ ତୁମ୍ଭର ଚରଣ ତଳେ ବସିଲେ; ପ୍ରତ୍ୟେକ ଜଣ ତୁମ୍ଭ ବାକ୍ୟରୁ ଗ୍ରହଣ କରିବେ।