Deuteronomy 33:5 — Compare Translations
5 translations compared side by side
Odia - 1840
"ଲୋକମାନଙ୍କ ପ୍ରଧାନବର୍ଗର ସମାଗମ ସମୟରେ, ସମସ୍ତ ଇଶ୍ରାୟେଲ ବଂଶ ଏକତ୍ର ହବୋ ବେଳେ ସଦାପ୍ରଭୁ ୟିଶକ୍ସ୍ଟ ରକ୍ସ୍ଟଣ ରେ ରାଜାଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକମାନଙ୍କ ପ୍ରଧାନବର୍ଗର ସମାଗମ ସମୟରେ, ସମସ୍ତ ଇସ୍ରାଏଲ ବଂଶ ଏକତ୍ର ହେବା ବେଳେ ସେ ଯିଶୁରୁଣରେ ରାଜା ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କ ପ୍ରଧାନବର୍ଗର ସମାଗମ ସମୟରେ, ସମସ୍ତ ଇସ୍ରାଏଲ ବଂଶ ଏକତ୍ର ହେବା ବେଳେ ସଦାପ୍ରଭୁ ଯିଶୁରୁଣରେ ରାଜାଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନଙ୍କ ପ୍ରଧାନବର୍ଗର ସମାଗମ ସମୟରେ, ସମସ୍ତ ଇସ୍ରାଏଲ ବଂଶ ଏକତ୍ର ହେବା ବେଳେ ସେ ଯିଶୁରୁଣରେ ରାଜା ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଲୋକମାନଙ୍କ ପ୍ରଧାନବର୍ଗର ସମାଗମ ସମୟରେ, ସମସ୍ତ ଇସ୍ରାଏଲ ବଂଶ ଏକତ୍ର ହେବା ବେଳେ ସେ ଯିଶୁରୁଣରେ ରାଜା ଥିଲେ।