Deuteronomy 33:7 — Compare Translations
5 translations compared side by side
Odia - 1840
"ୟିହକ୍ସ୍ଟଦାଙ୍କ ପ୍ରତି ଆଶୀର୍ବାଦ ଏହି, ହେ ସଦାପ୍ରଭୁ, ୟିହକ୍ସ୍ଟଦା ଯେତବେେଳେ ସାହାୟ୍ଯ ପ୍ରାର୍ଥନା କରିବ ତାଙ୍କୁ ସାଦାୟ୍ଯ କର। ତା'ର ନିଜ ଲୋକଙ୍କ ନିକଟକକ୍ସ୍ଟ ତାଙ୍କୁ ଆଣ। ତାଙ୍କୁ ଶକ୍ତିଶାଳୀ କରାଅ ଏବଂ ତାଙ୍କର ଶତୃମାନଙ୍କୁ ପରାସ୍ତ କରିବା ପାଇଁ ତାଙ୍କୁ ସାହାୟ୍ଯ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦା ପ୍ରତି ଆଶୀର୍ବାଦ ଏହି । ସେ କହିଲେ, ହେ ସଦାପ୍ରଭୋ, ଯିହୁଦାର ରବ ଶୁଣ ଓ ତାହାର ନିଜ ଲୋକଙ୍କ ନିକଟକୁ ତାହାକୁ ଆଣ ସେ ନିଜ ହସ୍ତରେ ଆପଣା ପାଇଁ ଯୁଦ୍ଧ କଲା; ତାହାର ବିପକ୍ଷଗଣ ବିରୁଦ୍ଧରେ ତୁମ୍ଭେ ତାହାର ଉପକାରୀ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାକୁ ଆଶୀର୍ବାଦ ଯିହୁଦାଙ୍କ ପ୍ରତି ଆଶୀର୍ବାଦ ଏହି, “ହେ ସଦାପ୍ରଭୁ, ଯିହୁଦା ଯେତେବେଳେ ସାହାଯ୍ୟ ପ୍ରାର୍ଥନା କରିବ ତାଙ୍କୁ ସାହାଯ୍ୟ କର। ତା’ର ନିଜ ଲୋକଙ୍କ ନିକଟକୁ ତାଙ୍କୁ ଆଣ। ତାଙ୍କୁ ଶକ୍ତିଶାଳୀ କରାଅ ଏବଂ ତାଙ୍କର ଶତ୍ରୁମାନଙ୍କୁ ପରାସ୍ତ କରିବା ପାଇଁ ତାଙ୍କୁ ସାହାଯ୍ୟ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦା ପ୍ରତି ଆଶୀର୍ବାଦ ଏହି ସେ କହିଲେ, “ହେ ସଦାପ୍ରଭୋ, ଯିହୁଦାର ରବ ଶୁଣ ଓ ତାହାର ନିଜ ଲୋକଙ୍କ ନିକଟକୁ ତାହାକୁ ଆଣ; ସେ ନିଜ ହସ୍ତରେ ଆପଣା ପାଇଁ ଯୁଦ୍ଧ କଲା; ତାହାର ବିପକ୍ଷଗଣ ବିରୁଦ୍ଧରେ ତୁମ୍ଭେ ତାହାର ଉପକାରୀ ହେବ।”
Odia IRV 2017 (ଓଡିଆ ବାଇବେଲ)
ଯିହୁଦା ପ୍ରତି ଆଶୀର୍ବାଦ ଏହି ସେ କହିଲେ, “ହେ ସଦାପ୍ରଭୁ, ଯିହୁଦାର ରବ ଶୁଣ ଓ ତାହାର ନିଜ ଲୋକଙ୍କ ନିକଟକୁ ତାହାକୁ ଆଣ; ସେ ନିଜ ହସ୍ତରେ ଆପଣା ପାଇଁ ଯୁଦ୍ଧ କଲା; ତାହାର ବିପକ୍ଷଗଣ ବିରୁଦ୍ଧରେ ତୁମ୍ଭେ ତାହାର ଉପକାରୀ ହେବ।”