Deuteronomy 33:8 — Compare Translations
5 translations compared side by side
Odia - 1840
"ମାଶାେ ଲବେୀଙ୍କ ବିଷଯ ରେ ଏହି କଥା କହିଲେ, ଲବେୀ ତୁମ୍ଭର ଅନକ୍ସ୍ଟସରଣକାରୀ ଲୋକ। ସଦାପ୍ରଭୁ, ତୁମ୍ଭର ତକ୍ସ୍ଟମ୍ମୀମ୍ ଓ ଊରୀମ୍ ତକ୍ସ୍ଟମ୍ଭ ଆର୍ମୀକ ପୁରୁଷ ସହିତ ଅଛନ୍ତି। ତୁମ୍ଭେ ମଃସା ରେ ତାହାର ପରୀକ୍ଷା କଲ। ମରୀବାଃ ଜଳ ନିକଟରେ ତୁମ୍ଭେ ତାଙ୍କୁ ବି ରୋଧ କଲ ଏବଂ ତୁମ୍ଭେ ସଠାେରେ ଜାଣିଲ, ଯେ ସେ ତୁମ୍ଭର ଲୋକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଲେବୀ ବିଷୟରେ କହିଲେ, ତୁମ୍ଭର ତୁମ୍ମୀମ୍ ଓ ଉରୀମ୍ ତୁମ୍ଭ ଧାର୍ମିକ ପୁରୁଷ ସହିତ ଅଛି, ତୁମ୍ଭେ ମଃସାରେ ତାହାର ପରୀକ୍ଷା କଲ, ମରୀବାଃ ଜଳ ନିକଟରେ ତୁମ୍ଭେ ତାହା ସଙ୍ଗେ ବିରୋଧ କଲ ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀକୁ ଆଶୀର୍ବାଦ ମୋଶା ଲେବୀଙ୍କ ବିଷୟରେ ଏହି କଥା କହିଲେ, “ଲେବୀ ତୁମ୍ଭର ଅନୁସରଣକାରୀ ଲୋକ। ସଦାପ୍ରଭୁ, ତୁମ୍ଭର ତୁମ୍ମୀମ୍ ଓ ଊରୀମ୍ ତୁମ୍ଭ ଧାର୍ମିକ ପୁରୁଷ ସହିତ ଅଛି। ତୁମ୍ଭେ ମଃସାରେ ତାହାର ପରୀକ୍ଷା କଲ। ମିରୀବାଃ ଜଳ ନିକଟରେ ତୁମ୍ଭେ ତାଙ୍କୁ ବିରୋଧ କଲ ଏବଂ ତୁମ୍ଭେ ସେଠାରେ ଜାଣିଲ ଯେ, ସେ ତୁମ୍ଭର ଲୋକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଲେବୀ ବିଷୟରେ କହିଲେ, “ତୁମ୍ଭର ତୁମ୍ମୀମ୍ ଓ ଉରୀମ୍ ତୁମ୍ଭ ଧାର୍ମିକ ପୁରୁଷ ସହିତ ଅଛି, ତୁମ୍ଭେ ମଃସାରେ ତାହାର ପରୀକ୍ଷା କଲ, ମିରୀବାଃ ଜଳ ନିକଟରେ ତୁମ୍ଭେ ତାହା ସଙ୍ଗେ ବିରୋଧ କଲ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଲେବୀ ବିଷୟରେ କହିଲେ, “ତୁମ୍ଭର ତୁମ୍ମୀମ୍ ଓ ଉରୀମ୍ ତୁମ୍ଭ ଧାର୍ମିକ ପୁରୁଷ ସହିତ ଅଛି, ତୁମ୍ଭେ ମଃସାରେ ତାହାର ପରୀକ୍ଷା କଲ, ମିରୀବାଃ ଜଳ ନିକଟରେ ତୁମ୍ଭେ ତାହା ସଙ୍ଗେ ବିରୋଧ କଲ।”