Deuteronomy 33:9 — Compare Translations

5 translations compared side by side

Odia - 1840
"ସେ ଆପଣା ପିତା ଓ ଆପଣା ମାତା ବିଷଯ ରେ କହିଲେ, ଆମ୍ଭେ ତାହାକକ୍ସ୍ଟ ଦେଖି ନାହକ୍ସ୍ଟଁ, ସେ ଆପଣା ଭାଇମାନଙ୍କୁ ମଧ୍ଯ ଚିହ୍ନିଲେ ନାହିଁ କିଅବା ଆପଣା ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। କିନ୍ତୁ ସମାନେେ ତୁମ୍ଭର ବାକ୍ଯ ମାନି ଅଛନ୍ତି। ତୁମ୍ଭର ନିଯମ ରକ୍ଷା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲା, ଆମ୍ଭେ ସେମାନଙ୍କୁ ଦେଖି ନାହୁଁ; ଅବା ସେ ଆପଣା ଭାଇମାନଙ୍କୁ ସ୍ଵୀକାର କଲା ନାହିଁ, କିଅବା ସେ ତାହାର ନିଜ ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ । ସେମାନେ ତୁମ୍ଭର ବାକ୍ୟ ମାନିଅଛନ୍ତି ଓ ତୁମ୍ଭର ନିୟମ ରକ୍ଷା କରନ୍ତି।।
Odia Bible ERV 2004 (ପବିତ୍ର ବାଇବଲ)
ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲେ, ଆମ୍ଭେ ତାହାକୁ ଦେଖି ନାହୁଁ, ସେ ଆପଣା ଭାଇମାନଙ୍କୁ ମଧ୍ୟ ଚିହ୍ନିଲେ ନାହିଁ କିଅବା ଆପଣା ସନ୍ତାନମାନଙ୍କୁ ଚିହ୍ନିଲେ ନାହିଁ। କିନ୍ତୁ ସେମାନେ ତୁମ୍ଭର ବାକ୍ୟ ମାନି ଅଛନ୍ତି। ତୁମ୍ଭର ନିୟମ ରକ୍ଷା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲା, “ଆମ୍ଭେ ସେମାନଙ୍କୁ ଦେଖି ନାହୁଁ; ଅବା ସେ ଆପଣା ଭାଇମାନଙ୍କୁ ସ୍ୱୀକାର କଲା ନାହିଁ, କିଅବା ସେ ତାହାର ନିଜ ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। ସେମାନେ ତୁମ୍ଭର ବାକ୍ୟ ମାନିଅଛନ୍ତି ଓ ତୁମ୍ଭର ନିୟମ ରକ୍ଷା କରନ୍ତି।”
Odia IRV 2017 (ଓଡିଆ ବାଇବେଲ)