Deuteronomy 34:1 — Compare Translations

5 translations compared side by side

Odia - 1840
"ମାଶାେ ନବୋ ପର୍ବତ ଉପରକକ୍ସ୍ଟ ଚଢି଼ଲେ। ମାଯାେବର ପାଦ ଦେଶରକ୍ସ୍ଟ ପିସଗା ପର୍ବତର ଶିର୍ଷ ପର୍ୟ୍ଯନ୍ତ ଆରୋହଣ କଲେ, ଯାହା ୟିରିହୋ ସମ୍ମକ୍ସ୍ଟଖ ରେ ଥିଲା। ସଦାପ୍ରଭୁ ମାଶାଙ୍କେକ୍ସ୍ଟ ଗିଲିଯଦରକ୍ସ୍ଟ ଦାନ୍ ପର୍ୟ୍ଯନ୍ତ ସମସ୍ତ ଦେଶ ତାଙ୍କୁ ଦଖାଇେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ମୋୟାବ ପଦାରୁ ନବୋ ପର୍ବତକୁ, ଅର୍ଥାତ୍, ଯିରୀହୋ ସମ୍ମୁଖସ୍ଥିତ ପିସ୍ଗା ଶୃଙ୍ଗ ଆରୋହଣ କଲେ । ତହିଁରେ ସଦାପ୍ରଭୁ ଗିଲୀୟଦଠାରୁ ଦାନ୍ ପର୍ଯ୍ୟନ୍ତ ସବୁ ଦେଶ;
Odia Bible ERV 2004 (ପବିତ୍ର ବାଇବଲ)
ମୋଶାଙ୍କର ମୃତ୍ୟୁ ମୋଶା ନବୋ ପର୍ବତ ଉପରକୁ ଚଢ଼ିଲେ। ମୋୟାବର ପାଦ ଦେଶରୁ ପି‌ସ୍‌ଗା ପର୍ବତର ଶିର୍ଷ ପର୍ଯ୍ୟନ୍ତ ଆରୋହଣ କଲେ, ଯାହା ଯିରୀହୋ ସମ୍ମୁଖରେ ଥିଲା। ସଦାପ୍ରଭୁ ମୋଶାଙ୍କୁ ଗିଲିୟଦରୁ ଦାନ୍ ପର୍ଯ୍ୟନ୍ତ ସମସ୍ତ ଦେଶ ତାଙ୍କୁ ଦେଖାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ମୋୟାବ ପଦାରୁ ନବୋ ପର୍ବତକୁ, ଅର୍ଥାତ୍‍, ଯିରୀହୋ ସମ୍ମୁଖସ୍ଥିତ ପିସ୍ଗା ଶୃଙ୍ଗ ଆରୋହଣ କଲେ। ତହିଁରେ ସଦାପ୍ରଭୁ ଗିଲୀୟଦଠାରୁ ଦାନ୍ ପର୍ଯ୍ୟନ୍ତ ସବୁ ଦେଶ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ମୋୟାବ ପଦାରୁ ନବୋ ପର୍ବତକୁ, ଅର୍ଥାତ୍‍, ଯିରୀହୋ ସମ୍ମୁଖସ୍ଥିତ ପିସ୍‍ଗା ଶୃଙ୍ଗ ଆରୋହଣ କଲେ। ତହିଁରେ ସଦାପ୍ରଭୁ ଗିଲୀୟଦଠାରୁ ଦାନ୍ ପର୍ଯ୍ୟନ୍ତ ସବୁ ଦେଶ;