Deuteronomy 34:10 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ଆଉ ଏପରି ଭବିଷ୍ଯଦ୍ ବକ୍ତା ଦେଖି ନ ଥିଲେ। ୟିଏକି ସଦାପ୍ରଭୁଙ୍କ ଦ୍ବାରା ନକ୍ସ୍ଟୟକ୍ସ୍ଟକ୍ତି ହଇେଥିଲେ ଓ ସଦାପ୍ରଭୁଙ୍କ ସହିତ ମକ୍ସ୍ଟହାଁ ମକ୍ସ୍ଟହିଁ କଥା ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ଯାହା ସଙ୍ଗେ ମୁଖାମୁଖି ଆଳାପ କରିଥିଲେ
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ଆଉ ଏପରି ଭବିଷ୍ୟ‌ଦ୍‌ବକ୍ତା ଦେଖି ନ ଥିଲେ। ଯିଏକି ସଦାପ୍ରଭୁଙ୍କ ଦ୍ୱାରା ନିଯୁକ୍ତି ହୋଇଥିଲେ ଓ ସଦାପ୍ରଭୁଙ୍କ ସହିତ ମୁହାଁମୁହିଁ କଥା ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ଯାହା ସଙ୍ଗେ ମୁଖାମୁଖି ଆଳାପ କରିଥିଲେ
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ଯାହା ସଙ୍ଗେ ମୁଖାମୁଖି ଆଳାପ କରିଥିଲେ