Deuteronomy 34:11 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାଶାଙ୍କେକ୍ସ୍ଟ ମିଶର ରେ ମହାନ ଆଶ୍ଚର୍ୟ୍ଯ କର୍ମମାନ କରିବାକୁ ପଠାଇଲେ। ଫା ରେ, ତାଙ୍କର ସମସ୍ତ ଦାସ ଏବଂ ମିଶରର ସମସ୍ତ ଲୋକ ସହେିସବୁ ଆଶ୍ଚର୍ୟ୍ଯ କର୍ମମାନ ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଯାହାଙ୍କୁ ସଦାପ୍ରଭୁ ମିସର ଦେଶରେ ଫାରୋ ପ୍ରତି ଓ ତାଙ୍କର ସମସ୍ତ ଦାସ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯାହା କରିବା ପାଇଁ ପଠାଇଥିଲେ, ସେସବୁ ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବିଷୟରେ,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋଶାଙ୍କୁ ମିଶରରେ ମହାନ ଆଶ୍ଚର୍ଯ୍ୟ କର୍ମମାନ କରିବାକୁ ପଠାଇଲେ। ଫାରୋ, ତାଙ୍କର ସମସ୍ତ ଦାସ ଏବଂ ମିଶରର ସମସ୍ତ ଲୋକ ସେହିସବୁ ଆଶ୍ଚର୍ଯ୍ୟ କର୍ମମାନ ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ଯାହାଙ୍କୁ ସଦାପ୍ରଭୁ ମିସର ଦେଶରେ ଫାରୋ ପ୍ରତି ଓ ତାଙ୍କର ସମସ୍ତ ଦାସ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯାହା କରିବା ପାଇଁ ପଠାଇଥିଲେ, ସେହି ସବୁ ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବିଷୟରେ,
Odia IRV 2017 (ଓଡିଆ ବାଇବେଲ)
ଓ ଯାହାଙ୍କୁ ସଦାପ୍ରଭୁ ମିସର ଦେଶରେ ଫାରୋ ପ୍ରତି ଓ ତାଙ୍କର ସମସ୍ତ ଦାସ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯାହା କରିବା ପାଇଁ ପଠାଇଥିଲେ, ସେହିସବୁ ଚିହ୍ନ ଓ ଆଶ୍ଚର୍ଯ୍ୟ କର୍ମ ବିଷୟରେ,