Deuteronomy 34:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତାଙ୍କୁ ନଲ୍ଗାଲିଙ୍କର ସମସ୍ତ ଭୂମି ଇଫ୍ରଯିମ ଏବଂ ମନଃଶିଙ୍କର ସମସ୍ତ ଭୂମି ଦଖାଇେଲେ। ସେ ପଶ୍ଚିମ ସମକ୍ସ୍ଟଦ୍ର ପର୍ୟ୍ଯନ୍ତ ୟିହକ୍ସ୍ଟଦାର ସମସ୍ତ ଦେଶ ତାଙ୍କୁ ଦଖାଇେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ନପ୍ତାଲି ଓ ଇଫ୍ରୟିମ ଓ ମନଃଶି ଓ ଯିହୁଦାର ସମସ୍ତ ଦେଶ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କୁ ନପ୍ତାଲିଙ୍କର ସମସ୍ତ ଭୂମି ଇଫ୍ରୟିମ ଏବଂ ମନଃଶିଙ୍କର ସମସ୍ତ ଭୂମି ଦେଖାଇଲେ। ସେ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ଯିହୁଦାର ସମସ୍ତ ଦେଶ ତାଙ୍କୁ ଦେଖାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ନପ୍ତାଲି ଓ ଇଫ୍ରୟିମ ଓ ମନଃଶି ଓ ଯିହୁଦାର ସମସ୍ତ ଦେଶ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ନପ୍ତାଲି ଓ ଇଫ୍ରୟିମ ଓ ମନଃଶି ଓ ଯିହୁଦାର ସମସ୍ତ ଦେଶ;