Deuteronomy 34:4 — Compare Translations
5 translations compared side by side
Odia - 1840
"ପକ୍ସ୍ଟଣି ସଦାପ୍ରଭୁ ତାହାଙ୍କକ୍ସ୍ଟ କହିଲେ, ଆମ୍ଭେ ତକ୍ସ୍ଟମ୍ଭ ବଂଶକକ୍ସ୍ଟ ଏହି ଦେଶ ଦବୋବୋଲି ଯେଉଁ ଦେଶ ବିଷଯ ରେ ଅବ୍ରହାମ, ଇସହାକ୍ ଓ ୟାକକ୍ସ୍ଟବ ନିକଟରେ ଶପଥ କରିଥିଲକ୍ସ୍ଟ, ସହେି ଦେଶମାନ ଏହି। 'ଆମ୍ଭେ ତାହା ତୁମ୍ଭକୁ ସ୍ବଚକ୍ଷକ୍ସ୍ଟ ରେ ଦଖାଇେଲକ୍ସ୍ଟ। ମାତ୍ର ତୁମ୍ଭେ ୟର୍ଦ୍ଦନ ପାର ହାଇେ ସଠାେକକ୍ସ୍ଟ ୟିବାନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ତାଙ୍କୁ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ବିଷୟରେ ଅବ୍ରହାମ ଓ ଇସ୍ହାକ ଓ ଯାକୁବ ନିକଟରେ ଶପଥ କରି କହିଥିଲୁ, ସେହି ଦେଶ ଏହି; ଆମ୍ଭେ ତାହା ତୁମ୍ଭକୁ ସ୍ଵଚକ୍ଷୁରେ ଦେଖାଇଲୁ, ମାତ୍ର ତୁମ୍ଭେ ପାର ହୋଇ ସେଠାକୁ ଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ ତାହାଙ୍କୁ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି, ଯେଉଁ ଦେଶ ବିଷୟରେ ଅବ୍ରହାମ, ଇସ୍ହାକ ଓ ଯାକୁବ ନିକଟରେ ଶପଥ କରିଥିଲୁ, ସେହି ଦେଶମାନ ଏହି। ‘ଆମ୍ଭେ ତାହା ତୁମ୍ଭକୁ ସ୍ୱଚକ୍ଷୁରେ ଦେଖାଇଲୁ। ମାତ୍ର ତୁମ୍ଭେ ଯର୍ଦ୍ଦନ ପାର ହୋଇ ସେଠାକୁ ଯିବ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଯେଉଁ ଦେଶ ବିଷୟରେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରି କହିଥିଲୁ, ସେହି ଦେଶ ଏହି; ଆମ୍ଭେ ତାହା ତୁମ୍ଭକୁ ସ୍ୱଚକ୍ଷୁରେ ଦେଖାଇଲୁ, ମାତ୍ର ତୁମ୍ଭେ ପାର ହୋଇ ସେଠାକୁ ଯିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)