Deuteronomy 34:5 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁଙ୍କର ସବେକ ମାଶାେ ସଦାପ୍ରଭୁଙ୍କ ବାକ୍ଯ ଅନକ୍ସ୍ଟସା ରେ ସହେି ସ୍ଥାନ ରେ ମାୟୋବ ଦେଶ ରେ ମଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁଙ୍କ ସେବକ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେହି ସ୍ଥାନରେ ମୋୟାବ ଦେଶରେ ମଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁଙ୍କର ସେବକ ମୋଶା ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ସେହି ସ୍ଥାନରେ ମୋୟାବ ଦେଶରେ ମଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁଙ୍କ ସେବକ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେହି ସ୍ଥାନରେ ମୋୟାବ ଦେଶରେ ମଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁଙ୍କ ସେବକ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେହି ସ୍ଥାନରେ ମୋୟାବ ଦେଶରେ ମଲେ।