Deuteronomy 34:6 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାୟୋବ ଦେଶ ରେ ବୈତ୍ପିଯୋର ସମ୍ମକ୍ସ୍ଟଖସ୍ଥ ଉପତ୍ୟକା ରେ ତାହାଙ୍କକ୍ସ୍ଟ କରବ ଦେଲେ। ମାତ୍ର ତାଙ୍କର କବର ସ୍ଥାନ ଆଜି ପର୍ୟ୍ଯନ୍ତ କହେି ଜାଣି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ମୋୟାବ ଦେଶରେ ବୈତ୍ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ତାଙ୍କୁ କବର ଦେଲେ; ମାତ୍ର ଆଜି ପର୍ଯ୍ୟନ୍ତ ତାଙ୍କର କବରସ୍ଥାନ କେହି ଜାଣେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋୟାବ ଦେଶରେ ବୈ‌‌‌ତ୍‌‌‌ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ତାହାଙ୍କୁ କରବ ଦେଲେ। ମାତ୍ର ତାଙ୍କର କବର ସ୍ଥାନ ଆଜି ପର୍ଯ୍ୟନ୍ତ କେହି ଜାଣି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ମୋୟାବ ଦେଶରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ତାଙ୍କୁ କବର ଦେଲେ; ମାତ୍ର ଆଜି ପର୍ଯ୍ୟନ୍ତ ତାଙ୍କର କବର ସ୍ଥାନ କେହି ଜାଣେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ମୋୟାବ ଦେଶରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ତାଙ୍କୁ କବର ଦେଲେ; ମାତ୍ର ଆଜି ପର୍ଯ୍ୟନ୍ତ ତାଙ୍କର କବରସ୍ଥାନ କେହି ଜାଣେ ନାହିଁ।