Deuteronomy 34:7 — Compare Translations

5 translations compared side by side

Odia - 1840
"ମାଶାେ ଯେତବେେଳେ ମୃତକ୍ସ୍ଟ୍ଯ ବରଣ କଲେ, ସେତବେେଳେ ତାଙ୍କୁ 120 ବର୍ଷ ବଯସ ହାଇେଥିଲା। ସେ ସେତବେେଳେ ତାଙ୍କର ଶକ୍ତି ହରାଇ ନଥିଲେ ଓ ତାଙ୍କର ଆଖି ଅତି ଉତ୍ତମ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମରଣ କାଳରେ ମୋଶାଙ୍କୁ ଏକ ଶହ କୋଡ଼ିଏ ବର୍ଷ ବୟସ ହୋଇଥିଲା ତାଙ୍କର ଚକ୍ଷୁ ଧନ୍ଦଳା ହୋଇ ନ ଥିଲା କିଅବା ତାଙ୍କର ସ୍ଵାଭାବିକ ବଳ ହ୍ରାସ ପାଇ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଯେତେବେଳେ ମୃତ୍ୟୁବରଣ କଲେ, ସେତେବେଳେ ତାଙ୍କୁ 120 ବର୍ଷ ବୟସ ହୋଇଥିଲା। ସେ ସେତେବେଳେ ତାଙ୍କର ଶକ୍ତି ହରାଇ ନ ଥିଲେ ଓ ତାଙ୍କର ଆଖି ଅତି ଉତ୍ତମ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମରଣକାଳରେ ମୋଶାଙ୍କୁ ଏକ ଶହ କୋଡ଼ିଏ ବର୍ଷ ବୟସ ହୋଇଥିଲା; ତାଙ୍କର ଚକ୍ଷୁ ଧନ୍ଦଳା ହୋଇ ନ ଥିଲା କିଅବା ତାଙ୍କର ସ୍ୱାଭାବିକ ବଳ ହ୍ରାସ ପାଇ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ମରଣ କାଳରେ ମୋଶାଙ୍କୁ ଏକ ଶହ କୋଡ଼ିଏ ବର୍ଷ ବୟସ ହୋଇଥିଲା; ତାଙ୍କର ଚକ୍ଷୁ ଧନ୍ଦଳା ହୋଇ ନ ଥିଲା କିଅବା ତାଙ୍କର ସ୍ୱାଭାବିକ ବଳ ହ୍ରାସ ପାଇ ନ ଥିଲା।