Deuteronomy 34:8 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ଲୋକମାନେ ମାଶାଙ୍କେ ପାଇଁ ତିରିଶ ଦିନ ଧରି କାନ୍ଦିଲେ। ସମାନେେ ତାଙ୍କର ସମସ୍ତ ଦକ୍ସ୍ଟଃଖଦ ଦିନସବୁ ମାଯାେବର ସମତଳ ଭୂମିରେ କଟାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋୟାବ ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ଲୋକମାନେ ମୋଶାଙ୍କ ପାଇଁ ତିରିଶ୍ ଦିନ ଧରି କାନ୍ଦିଲେ। ସେମାନେ ତାଙ୍କର ସମସ୍ତ ଦୁଃଖଦ ଦିନସବୁ ମୋୟାବର ସମତଳ ଭୂମିରେ କଟାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋୟାବ-ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ମୋୟାବ ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା।