Deuteronomy 34:9 — Compare Translations

5 translations compared side by side

Odia - 1840
"ସେ ମଲା ପୂର୍ବରକ୍ସ୍ଟ ମାଶାେ ଯିହାଶୂେୟଙ୍କର ମସ୍ତକରେ ହାତ ରଖିଲେ ଏବଂ ତାଙ୍କୁ ନୂଆ ପ୍ରତିନିଧି ରୂପେ ନିୟକ୍ସ୍ଟକ୍ତି କଲେ। ଏବଂ ସେ ତାଙ୍କୁ ନୂତନ ନେତାରୂପେ ନିୟକ୍ସ୍ଟକ୍ତି କଲେ। ଏହାପରେ ନୂନର ପକ୍ସ୍ଟତ୍ର ୟିହୋଶୂଯ ଜ୍ଞାନ ଦାୟକ ଆତ୍ମା ରେ ପରିପୂର୍ଣ୍ଣ ଦେଲେ। ଇଶ୍ରାୟେଲ ଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ଅନକ୍ସ୍ଟସା ରେ ଯିହାଶୂେୟଙ୍କ କଥା ଶୁଣିଲେ, ଯେପରି ସମାନେେ ମାଶାଙ୍କେ କଥା ଶକ୍ସ୍ଟଣିଥିଲେ ଓ ସହେି ଅନକ୍ସ୍ଟସା ରେ କାର୍ୟ୍ଯ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ନୂତନ ନେତା ହେଲେ ସେ ମଲା ପୂର୍ବରୁ ମୋଶା ଯିହୋଶୂୟଙ୍କର ମସ୍ତକରେ ହାତ ରଖିଲେ ଏବଂ ତାଙ୍କୁ ନୂଆ ପ୍ରତିନିଧି ରୂପେ ନିଯୁକ୍ତି କଲେ। ଏବଂ ସେ ତାଙ୍କୁ ନୂତନ ନେତାରୂପେ ନିଯୁକ୍ତି କଲେ। ଏହା ପରେ ନୂନର ପୁତ୍ର ଯିହୋଶୂୟ ଜ୍ଞାନ ଦାୟକ ଆତ୍ମାରେ ପରିପୂର୍ଣ୍ଣ ହେଲେ। ଇସ୍ରାଏଲ ଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ଯିହୋଶୂୟଙ୍କ କଥା ଶୁଣିଲେ, ଯେପରି ସେମାନେ ମୋଶାଙ୍କ କଥା ଶୁଣିଥିଲେ ଓ ସେହି ଅନୁସାରେ କାର୍ଯ୍ୟ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ।