Deuteronomy 4:1 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ହେ ଇଶ୍ରାୟେଲ ମୁ ଯେଉଁ ନିଯମ ଓ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର। ତାହା ପାଳନ କଲେ ତୁମ୍ଭମାନେେ ବଞ୍ଚିବ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ଦେଶ ଦବେେ, ତହିଁଯରେ ପ୍ରବେଶ କରି ତାହା ଅଧିକାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ହେ ଇସ୍ରାଏଲ, ମୁଁ ଯେ ଯେ ବିଧି ଓ ଶାସନ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର; ତାହା କଲେ ତୁମ୍ଭେମାନେ ବଞ୍ଚିବ; ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଲୋକମାନଙ୍କୁ ପରମେଶ୍ୱରଙ୍କ ବ୍ୟବସ୍ଥା ମାନିବାକୁ କହିଲେ “ବର୍ତ୍ତମାନ ହେ ଇସ୍ରାଏଲ ମୁଁ ଯେଉଁ ନିୟମ ଓ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର। ତାହା ପାଳନ କଲେ ତୁମ୍ଭେମାନେ ବଞ୍ଚିବ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ହେ ଇସ୍ରାଏଲ, ମୁଁ ଯେଉଁ ଯେଉଁ ବିଧି ଓ ଶାସନ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର; ତାହା କଲେ ତୁମ୍ଭେମାନେ ବଞ୍ଚିବ ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ।
Odia IRV 2017 (ଓଡିଆ ବାଇବେଲ)