Deuteronomy 4:10 — Compare Translations
5 translations compared side by side
Odia - 1840
"ଯେଉଁ ଦିନ ତୁମ୍ଭେ ହାରେବେ ରେ ସଦାପ୍ରଭୁ ପରମେଶ୍ବରଙ୍କ ଛାମକ୍ସ୍ଟ ରେ ଛିଡା ହାଇେଥିଲ, ସେତବେେଳେ ସଦାପ୍ରଭୁ ମାେତେ କହିଲେ, 'ଲୋକମାନଙ୍କୁ ଆମ୍ଭ ନିକଟରେ ଏକତ୍ରିତ କର। ଆମ୍ଭେ ଆପଣା ବାକ୍ଯ ସମାନଙ୍କେୁ ଶକ୍ସ୍ଟଣାଇବା ତହିଁରେ ସମାନେେ ପୃଥିବୀ ରେ ୟାବଜ୍ଜୀବନ ଆମ୍ଭକକ୍ସ୍ଟ ଭୟ କରିବା ଶିଖିବେ ଓ ଆପଣା ସନ୍ତାନମାନଙ୍କୁ ଶିଖାଇବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଦିନ ତୁମ୍ଭେ ହୋରେବରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଛାମୁରେ ଛିଡ଼ା ହୋଇଥିଲ, ସେତେବେଳେ ସଦାପ୍ରଭୁ ମୋତେ କହିଲେ, ଲୋକମାନଙ୍କୁ ଆମ୍ଭ ନିକଟରେ ଏକତ୍ର କର, ଆମ୍ଭେ ଆପଣା ବାକ୍ୟ ସେମାନଙ୍କୁ ଶୁଣାଇବା; ତହିଁରେ ସେମାନେ ପୃଥିବୀରେ ଯାବଜ୍ଜୀବନ ଆମ୍ଭଙ୍କୁ ଭୟ କରିବାକୁ ଶିଖିବେ ଓ ଆପଣା ସନ୍ତାନମାନଙ୍କୁ ଶିଖାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଦିନ ତୁମ୍ଭେ ହୋରେବରେ ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଛିଡ଼ା ହୋଇଥିଲ, ସେତେବେଳେ ସଦାପ୍ରଭୁ ମୋତେ କହିଲେ, ‘ଲୋକମାନଙ୍କୁ ଆମ୍ଭ ନିକଟରେ ଏକତ୍ରିତ କର। ଆମ୍ଭେ ଆପଣା ବାକ୍ୟ ସେମାନଙ୍କୁ ଶୁଣାଇବା ତହିଁରେ ସେମାନେ ପୃଥିବୀରେ ଯାବଜ୍ଜୀବନ ଆମ୍ଭକୁ ଭୟ କରିବା ଶିଖିବେ ଓ ଆପଣା ସନ୍ତାନମାନଙ୍କୁ ଶିଖାଇବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଦିନ ତୁମ୍ଭେ ହୋରେବରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଛାମୁରେ ଠିଆ ହୋଇଥିଲ, ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଲୋକମାନଙ୍କୁ ଆମ୍ଭ ନିକଟରେ ଏକତ୍ର କର, ଆମ୍ଭେ ଆପଣା ବାକ୍ୟ ସେମାନଙ୍କୁ ଶୁଣାଇବା ତହିଁରେ ସେମାନେ ପୃଥିବୀରେ ଜୀବନ ସାରା ଆମ୍ଭଙ୍କୁ ଭୟ କରିବାକୁ ଶିଖିବେ ଓ ଆପଣା ସନ୍ତାନମାନଙ୍କୁ ଶିଖାଇବେ।”
Odia IRV 2017 (ଓଡିଆ ବାଇବେଲ)