Deuteronomy 4:11 — Compare Translations

5 translations compared side by side

Odia - 1840
"ତେଣୁ ସମାନେେ ମାରେ ନିକଟବର୍ତ୍ତୀ ହାଇେ ପର୍ବତ ତଳେ ଛିଡା ହେଲେ। ସହେି ସମୟରେ ସହେି ପର୍ବତ ଅନ୍ଧକାର, ମେଘ ଓ ଘୋର ଅନ୍ଧକାର ରେ ବ୍ଯାଲ୍ଗ ହାଇେଥିଲା ଓ ଗଗନର ମଧ୍ଯ ପର୍ୟ୍ଯନ୍ତ ଅଗ୍ନି ରେ ଜଳିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତୁମ୍ଭେମାନେ ନିକଟବର୍ତ୍ତୀ ହୋଇ ପର୍ବତ ତଳେ ଛିଡ଼ା ହେଲ⇧; ସେହି ସମୟରେ ସେହି ପର୍ବତ ଅନ୍ଧକାର, ମେଘ ଓ ଘୋର ତିମିରରେ ବ୍ୟାପ୍ତ ହୋଇ ଗଗନର ମଧ୍ୟ ପର୍ଯ୍ୟନ୍ତ ଅଗ୍ନିରେ ଜ୍ଵଳିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ମୋର ନିକଟବର୍ତ୍ତୀ ହୋଇ ପର୍ବତ ତଳେ ଛିଡ଼ା ହେଲେ। ସେହି ସମୟରେ ସେହି ପର୍ବତ ଅନ୍ଧକାର, ମେଘ ଓ ଘୋର ଅନ୍ଧକାରରେ ବ୍ୟାପ୍ତ ହୋଇଥିଲା ଓ ଗଗନର ମଧ୍ୟ ପର୍ଯ୍ୟନ୍ତ ଅଗ୍ନିରେ ଜଳିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତୁମ୍ଭେମାନେ ନିକଟବର୍ତ୍ତୀ ହୋଇ ପର୍ବତ ତଳେ ଠିଆ ହେଲ; ସେହି ସମୟରେ ସେହି ପର୍ବତ ଅନ୍ଧକାର, ମେଘ ଓ ଘୋର ଅନ୍ଧାରରେ ବ୍ୟାପ୍ତ ହୋଇ ଗଗନର ମଧ୍ୟ ପର୍ଯ୍ୟନ୍ତ ଅଗ୍ନିରେ ଜ୍ୱଳିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ତୁମ୍ଭେମାନେ ନିକଟବର୍ତ୍ତୀ ହୋଇ ପର୍ବତ ତଳେ ଠିଆ ହେଲ; ସେହି ସମୟରେ ସେହି ପର୍ବତ ଅନ୍ଧକାର, ମେଘ ଓ ଘୋର ଅନ୍ଧାରରେ ବ୍ୟାପ୍ତ ହୋଇ ଗଗନର ମଧ୍ୟ ପର୍ଯ୍ୟନ୍ତ ଅଗ୍ନିରେ ଜ୍ୱଳିଲା।