Deuteronomy 4:13 — Compare Translations

5 translations compared side by side

Odia - 1840
"ତା'ପରେ ତୁମ୍ଭମାନେେ ତାଙ୍କର ନିଯମ ପାଳନ କର ବୋଲି ସେ ଆଦେଶ କଲେ। ତେଣୁ ସେ ଦଶ ଆଜ୍ଞାର ନିଯମ ପ୍ରକାଶ କଲେ। ସଦାପ୍ରଭୁ ପ୍ରସ୍ତର ଫଳକରେ ସହେି ନିଯମ ଲେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଆପଣାର ଯେଉଁ ନିୟମ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଆଦେଶ କଲେ, ଆପଣା ସେହି ନିୟମର ଦଶଆଜ୍ଞା ତୁମ୍ଭମାନଙ୍କ ପ୍ରତି ପ୍ରକାଶ କଲେ; ଆଉ ସେ ଦୁଇ ପ୍ରସ୍ତର ପଟାରେ ତାହା ଲେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତୁମ୍ଭେମାନେ ତାଙ୍କର ନିୟମ ପାଳନ କର ବୋଲି ସେ ଆଦେଶ କଲେ। ତେଣୁ ସେ ଦଶ ଆଜ୍ଞାର ନିୟମ ପ୍ରକାଶ କଲେ। ସଦାପ୍ରଭୁ ପ୍ରସ୍ତର ଫଳକରେ ସେହି ନିୟମ ଲେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଆପଣାର ଯେଉଁ ନିୟମ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଆଦେଶ କଲେ, ଆପଣାର ସେହି ନିୟମର ଦଶ ଆଜ୍ଞା ତୁମ୍ଭମାନଙ୍କ ପ୍ରତି ପ୍ରକାଶ କଲେ; ଆଉ ସେ ଦୁଇ ପଥର ପଟାରେ ତାହା ଲେଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଆପଣାର ଯେଉଁ ନିୟମ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଆଦେଶ କଲେ, ଆପଣାର ସେହି ନିୟମର ଦଶ ଆଜ୍ଞା ତୁମ୍ଭମାନଙ୍କ ପ୍ରତି ପ୍ରକାଶ କଲେ; ଆଉ ସେ ଦୁଇ ପଥର ପଟାରେ ତାହା ଲେଖିଲେ।