Deuteronomy 4:14 — Compare Translations

5 translations compared side by side

Odia - 1840
"ପକ୍ସ୍ଟଣି ତୁମ୍ଭମାନେେ ଯେଉଁ ଦେଶ ଅଧିକାର କରିବାକୁ ପାର ହାଇେ ଯାଉଅଛ, ସହେି ଦେଶ ରେ ତୁମ୍ଭମାନଙ୍କର ପାଳନୀଯ ବିଧି ଓ ଶାସନ ସମସ୍ତ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ସହେି ସମୟରେ ମାେତେ ଆଜ୍ଞା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କର ପାଳନୀୟ ବିଧି ଓ ଶାସନସକଳ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ସେହି ସମୟରେ ମୋତେ ଆଜ୍ଞା ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କର ପାଳନୀୟ ବିଧି ଓ ଶାସନ ସମସ୍ତ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ସେହି ସମୟରେ ମୋତେ ଆଜ୍ଞା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କର ପାଳନୀୟ ବିଧି ଓ ଶାସନସକଳ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ସେହି ସମୟରେ ମୋତେ ଆଜ୍ଞା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ସେହି ସମୟରେ ମୋତେ ଆଜ୍ଞା ଦେଲେ ବିଧି ଓ ଶାସନସକଳ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ଯେପରି ଦେଶ ଅଧିକାର କଲା ପରେ ସେସବୁ ପାଳନ କରିବ।