Deuteronomy 4:15 — Compare Translations
5 translations compared side by side
Odia - 1840
" ସହେିଦିନ ସଦାପ୍ରଭୁ ତୁମ୍ଭମାନଙ୍କୁ ସହେି ଅଗ୍ନିଶିଖାରକ୍ସ୍ଟ କଥା କହିବା ସମୟରେ (ହାରେବେ ରେ) ତୁମ୍ଭମାନେେ ତାଙ୍କର କୌଣସି ମୂର୍ତ୍ତି ଦେଖିଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ସାବଧାନ ହୁଅ; କାରଣ ଯେଉଁ ଦିନ ସଦାପ୍ରଭୁ ହୋରେବରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ କଥା କହିଲେ, ସେଦିନ ତୁମ୍ଭେମାନେ କୌଣସି ମୂର୍ତ୍ତି ଦେଖିଲ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ସେହି ଦିନ ସଦାପ୍ରଭୁ ତୁମ୍ଭମାନଙ୍କୁ ସେହି ଅଗ୍ନିଶିଖାରୁ କଥା କହିବା ସମୟରେ (ହୋରେବରେ) ତୁମ୍ଭେମାନେ ତାଙ୍କର କୌଣସି ମୂର୍ତ୍ତି ଦେଖିଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ସାବଧାନ ହୁଅ; କାରଣ ଯେଉଁ ଦିନ ସଦାପ୍ରଭୁ ହୋରେବରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ କଥା କହିଲେ, ସେଦିନ ତୁମ୍ଭେମାନେ କୌଣସି ମୂର୍ତ୍ତି ଦେଖିଲ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ସାବଧାନ ହୁଅ; କାରଣ ଯେଉଁ ଦିନ ସଦାପ୍ରଭୁ ହୋରେବରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ କଥା କହିଲେ, ସେଦିନ ତୁମ୍ଭେମାନେ କୌଣସି ମୂର୍ତ୍ତି ଦେଖିଲ ନାହିଁ।