Deuteronomy 4:18 — Compare Translations
5 translations compared side by side
Odia - 1840
"ଏପରି କୌଣସି ପ୍ରାଣୀର ପ୍ରତିମା ତିଆରି କରନାହିଁ ଯାହା ଭୂମିରେ ଗକ୍ସ୍ଟରକ୍ସ୍ଟଣ୍ତି ଗକ୍ସ୍ଟରକ୍ସ୍ଟଣ୍ତି ୟାଏ ବା ସମକ୍ସ୍ଟଦ୍ରର ମାଛତକ୍ସ୍ଟଲ୍ଯ ହାଇେଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କି ଭୂଚର କୌଣସି ଉରୋଗାମୀ ଜନ୍ତୁର ମୂର୍ତ୍ତି, କି ଭୂମିର ନୀଚସ୍ଥ ଜଳଚର କୌଣସି ଜନ୍ତୁର ମୂର୍ତ୍ତି କରି ଆପଣାମାନଙ୍କ ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରି କୌଣସି ପ୍ରାଣୀର ପ୍ରତିମା ତିଆରି କର ନାହିଁ ଯାହା ଭୂମିରେ ଗୁରୁଣ୍ଡି ଗୁରୁଣ୍ଡି ଯାଏ ବା ସମୁଦ୍ରର ମାଛ ତୁଲ୍ୟ ହୋଇଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କି ଭୂଚର କୌଣସି ଉରୋଗାମୀ ଜନ୍ତୁର ମୂର୍ତ୍ତି, କି ଭୂମିର ନୀଚସ୍ଥ ଜଳଚର କୌଣସି ଜନ୍ତୁର ମୂର୍ତ୍ତି କରି ଆପଣାମାନଙ୍କ ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ।
Odia IRV 2017 (ଓଡିଆ ବାଇବେଲ)
କି ଭୂଚର କୌଣସି ଉରୋଗାମୀ ଜନ୍ତୁର ମୂର୍ତ୍ତି, କି ଭୂମିର ନୀଚସ୍ଥ ଜଳଚର କୌଣସି ଜନ୍ତୁର ମୂର୍ତ୍ତି କରି ଆପଣାମାନଙ୍କ ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ।