Deuteronomy 4:2 — Compare Translations
5 translations compared side by side
Odia - 1840
"ମୁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭମାନେେ ସହେି ବାକ୍ଯ ରେ ଆଉ କିଛି ମିଶାଅ ନାହିଁ। କିଅବା ତା'ଠାରକ୍ସ୍ଟ କିଛି ଉଣାକରି ପାଳନ କର ନାହିଁ। ସପୂର୍ଣ ଭାବେ ସହେି ବାକ୍ଯମାନ ପାଳନ କର। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଆଜ୍ଞା ମାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଅଛି, ସେହି ବାକ୍ୟରେ ତୁମ୍ଭେମାନେ କିଛି ମିଶାଇବ ନାହିଁ, କିଅବା ତହିଁରୁ କିଛି ଊଣା କରିବ ନାହିଁ; ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁଅଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ସେହିସବୁ ଆଜ୍ଞା ପାଳନ କର ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ବାକ୍ୟରେ ଆଉ କିଛି ମିଶାଅ ନାହିଁ। କିଅବା ତା’ଠାରୁ କିଛି ଊଣାକରି ପାଳନ କର ନାହିଁ। ସମ୍ପୂର୍ଣ୍ଣ ଭାବେ ସେହି ବାକ୍ୟମାନ ପାଳନ କର। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଜ୍ଞା ମାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଅଛି, ସେହି ବାକ୍ୟରେ ତୁମ୍ଭେମାନେ କିଛି ମିଶାଇବ ନାହିଁ, କିଅବା ତହିଁରୁ କିଛି ଊଣା କରିବ ନାହିଁ, ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁଅଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେହି ସବୁ ଆଜ୍ଞା ପାଳନ କର।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଅଛି, ସେହି ବାକ୍ୟରେ ତୁମ୍ଭେମାନେ କିଛି ମିଶାଇବ ନାହିଁ, କିଅବା ତହିଁରୁ କିଛି ଊଣା କରିବ ନାହିଁ, ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁଅଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେହିସବୁ ଆଜ୍ଞା ପାଳନ କର।