Deuteronomy 4:20 — Compare Translations
5 translations compared side by side
Odia - 1840
"କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଏକ ଲକ୍ସ୍ଟହା ତରଳା ଯାଉଥିବା ଚକ୍ସ୍ଟଲ୍ଲାରକ୍ସ୍ଟ କାଢି ଆଣିବା ତକ୍ସ୍ଟଲ୍ଯ, ମିଶରରକ୍ସ୍ଟ ବାହାର କରି ଆଣିଛନ୍ତି। ଏବଂ ସେ ତୁମ୍ଭମାନଙ୍କୁ ତାଙ୍କର ମୂଲ୍ଯବାନ ଲୋକ ହବୋ ପାଇଁ ଆଣିଛନ୍ତି, ତୁମ୍ଭମାନେେ ଯେପରି ଆଜି ହାଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ ଆଜି ଦିନର ପରି ଯେପରି ସଦାପ୍ରଭୁଙ୍କ ଅଧିକାରର ଲୋକ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଗ୍ରହଣ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଲୁହା-ଭାଟି ସ୍ଵରୂପ ମିସରରୁ ଉଦ୍ଧାର କରି ଆଣିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଏକ ଲୁହା ତରଳା ଯାଉଥିବା ଚୁଲ୍ଲାରୁ କାଢ଼ି ଆଣିବା ତୁଲ୍ୟ, ମିଶରରୁ ବାହାର କରି ଆଣିଛନ୍ତି। ଏବଂ ସେ ତୁମ୍ଭମାନଙ୍କୁ ତାଙ୍କର ମୂଲ୍ୟବାନ ଲୋକ ହେବା ପାଇଁ ଆଣିଛନ୍ତି, ତୁମ୍ଭେମାନେ ଯେପରି ଆଜି ହୋଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେମାନେ ଆଜି ଦିନର ପରି ଯେପରି ସଦାପ୍ରଭୁଙ୍କ ଅଧିକାରର ଲୋକ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଗ୍ରହଣ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଲୁହା-ଭାଟି ସ୍ୱରୂପ ମିସରରୁ ଉଦ୍ଧାର କରି ଆଣିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେମାନେ ଆଜି ଦିନ ପରି ଯେପରି ସଦାପ୍ରଭୁଙ୍କ ଅଧିକାରର ଲୋକ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଗ୍ରହଣ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଲୁହା-ଭାଟି ସ୍ୱରୂପ ମିସରରୁ ଉଦ୍ଧାର କରି ଆଣିଅଛନ୍ତି।