Deuteronomy 4:21 — Compare Translations
5 translations compared side by side
Odia - 1840
"ଏବଂ ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ମାେ ଉପରେ କୋରଧ ହେଲେ। ପକ୍ସ୍ଟଣି ମୁ ଯେପରି ୟର୍ଦ୍ଦନ ପାର ହାଇେ ନ ୟିବି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦବେେ, ସହେି ଉତ୍ତମ ଦେଶ ରେ ମୁ ଯେପରି ପ୍ରବେଶ ନ କରିବି, ଏଥିପାଇଁ ଶପଥ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସଦାପ୍ରଭୁ ତୁମ୍ଭମାନଙ୍କ ସକାଶେ ମୋʼ ଉପରେ କ୍ରୋଧ କଲେ । ପୁଣି ମୁଁ ଯେପରି ଯର୍ଦ୍ଦନ ପାର ହୋଇ ନ ଯିବି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ସେହି ଉତ୍ତମ ଦେଶରେ ମୁଁ ପ୍ରବେଶ ନ କରିବି, ଏଥିପାଇଁ ଶପଥ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ଏବଂ ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ମୋ’ ଉପରେ କ୍ରୋଧ ହେଲେ। ପୁଣି ମୁଁ ଯେପରି ଯର୍ଦ୍ଦନ ପାର ହୋଇ ନ ଯିବି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ସେହି ଉତ୍ତମ ଦେଶରେ ମୁଁ ଯେପରି ପ୍ରବେଶ ନ କରିବି, ଏଥିପାଇଁ ଶପଥ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସଦାପ୍ରଭୁ ତୁମ୍ଭମାନଙ୍କ ସକାଶେ ମୋʼ ଉପରେ କ୍ରୋଧ କଲେ। ପୁଣି, ମୁଁ ଯେପରି ଯର୍ଦ୍ଦନ ପାର ହୋଇ ନ ଯିବି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ସେହି ଉତ୍ତମ ଦେଶରେ ମୁଁ ପ୍ରବେଶ ନ କରିବି, ଏଥିପାଇଁ ଶପଥ କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସଦାପ୍ରଭୁ ତୁମ୍ଭମାନଙ୍କ ସକାଶେ ମୋ’ ଉପରେ କ୍ରୋଧ କଲେ। ପୁଣି, ମୁଁ ଯେପରି ଯର୍ଦ୍ଦନ ପାର ହୋଇ ନ ଯିବି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ସେହି ଉତ୍ତମ ଦେଶରେ ମୁଁ ପ୍ରବେଶ ନ କରିବି, ଏଥିପାଇଁ ଶପଥ କଲେ।