Deuteronomy 4:22 — Compare Translations

5 translations compared side by side

Odia - 1840
"ଏଣୁ ମୁ ଏହି ଦେଶ ରେ ମରିବି। ମୁ ୟର୍ଦ୍ଦନ ପାର ହାଇେ ୟିବି ନାହିଁ। ମାତ୍ର ତୁମ୍ଭମାନେେ ୟିବ ଓ ସହେି ଉତ୍ତମ ଦେଶ ଅଧିକାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଏହି ଦେଶରେ ମୁଁ ମରିବି, ମୁଁ ଯର୍ଦ୍ଦନ ପାର ହୋଇ ଯିବି ନାହିଁ; ମାତ୍ର ତୁମ୍ଭେମାନେ ପାର ହୋଇଯିବ ଓ ସେହି ଉତ୍ତମ ଦେଶ ଅଧିକାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ମୁଁ ଏହି ଦେଶରେ ମରିବି। ମୁଁ ଯର୍ଦ୍ଦନ ପାର ହୋଇ ଯିବି ନାହିଁ। ମାତ୍ର ତୁମ୍ଭେମାନେ ଯିବ ଓ ସେହି ଉତ୍ତମ ଦେଶ ଅଧିକାର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଏହି ଦେଶରେ ମୁଁ ମରିବି, ମୁଁ ଯର୍ଦ୍ଦନ ପାର ହୋଇଯିବି ନାହିଁ; ମାତ୍ର ତୁମ୍ଭେମାନେ ପାର ହୋଇଯିବ ଓ ସେହି ଉତ୍ତମ ଦେଶ ଅଧିକାର କରିବ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଏହି ଦେଶରେ ମୁଁ ମରିବି, ମୁଁ ଯର୍ଦ୍ଦନ ପାର ହୋଇ ଯିବି ନାହିଁ; ମାତ୍ର ତୁମ୍ଭେମାନେ ପାର ହୋଇଯିବ ଓ ସେହି ଉତ୍ତମ ଦେଶ ଅଧିକାର କରିବ।