Deuteronomy 4:23 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଆପଣା ବିଷଯ ରେ ସାବଧାନ ହକ୍ସ୍ଟଅ। ନଚେତ୍ ତୁମ୍ଭମାନଙ୍କ ସହିତ ସ୍ଥୀରକୃତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କ ନିଯମ ତୁମ୍ଭମାନେେ ପାଶୋରି ୟିବ ନାହିଁ ଓ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ନିଷିଦ୍ଧ କୌଣସି ବସ୍ତକ୍ସ୍ଟର ପ୍ରତିମୂର୍ତ୍ତି ବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆପଣାମାନଙ୍କ ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ସହିତ ସ୍ଥିରୀକୃତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନିୟମ ତୁମ୍ଭେମାନେ ପାସୋରି ଯିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିଷିଦ୍ଧ କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଆପଣା ବିଷୟରେ ସାବଧାନ ହୁଅ। ନଚେତ୍ ତୁମ୍ଭମାନଙ୍କ ସହିତ ସ୍ଥୀରକୃତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ ତୁମ୍ଭେମାନେ ପାଶୋରିଯିବ ନାହିଁ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିଷିଦ୍ଧ କୌଣସି ବସ୍ତୁର ପ୍ରତିମୂର୍ତ୍ତି ବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆପଣାମାନଙ୍କ ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ସହିତ ସ୍ଥିରୀକୃତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ ତୁମ୍ଭେମାନେ ପାସୋରି ଯିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିଷିଦ୍ଧ କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ।
Odia IRV 2017 (ଓଡିଆ ବାଇବେଲ)