Deuteronomy 4:24 — Compare Translations
5 translations compared side by side
Odia - 1840
"କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଜଣେ ଇର୍ଷାପରାଯଣ ପରମେଶ୍ବର ଏବଂ ସେ ଅଗ୍ନି ସ୍ବରୂପ ଧ୍ବଂସ କରନ୍ତି, ଯେଉଁମାନେ ଅନ୍ୟ ଦବେତାମାନଙ୍କୁ ପୂଜା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଗ୍ରାସକାରୀ ଅଗ୍ନି, ସ୍ଵଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ଵର ଅଟନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଜଣେ ଈର୍ଷାପରାୟଣ ପରମେଶ୍ୱର ଏବଂ ସେ ଅଗ୍ନି ସ୍ୱରୂପ ଧ୍ୱଂସ କରନ୍ତି, ଯେଉଁମାନେ ଅନ୍ୟ ଦେବତାମାନଙ୍କୁ ପୂଜା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଗ୍ରାସକାରୀ ଅଗ୍ନି, ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଗ୍ରାସକାରୀ ଅଗ୍ନି, ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି।