Deuteronomy 4:25 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସେ ଦେଶ ରେ ବହକ୍ସ୍ଟତ ଦିନ ବସବାସ କରିବ। ସଠାେରେ ତୁମ୍ଭମାନଙ୍କର ପକ୍ସ୍ଟତ୍ର ଓ ନାତିମାନେ ମଧ୍ଯ ବାସ କରିବେ। ତୁମ୍ଭମାନେେ ସଠାେରେ ବିଭିନ୍ନ ପ୍ରତିମା କରି ବା ଖୋଦିତ ମୂର୍ତ୍ତି କରି ତୁମ୍ଭମାନଙ୍କର ଜୀବନଧାରାକକ୍ସ୍ଟ କ୍ଷକ୍ସ୍ଟର୍ଣ କରିବ। ଯେତବେେଳେ ତୁମ୍ଭମାନେେ ଏପରି କରିବ, ପରମେଶ୍ବର ତୁମ୍ଭମାନଙ୍କ ଉପରେ କୋରଧ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେହି ଦେଶରେ ପୁତ୍ର ପୌତ୍ରଗଣକୁ ଜନ୍ମ ଦେଇ ବହୁ କାଳ ବାସ କଲା ଉତ୍ତାରେ ଯେବେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ କ୍ରୁଦ୍ଧ କରାଇବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ;
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ସେ ଦେଶରେ ବହୁତ ଦିନ ବସବାସ କରିବ। ସେଠାରେ ତୁମ୍ଭମାନଙ୍କର ପୁତ୍ର ଓ ନାତିମାନେ ମଧ୍ୟ ବାସ କରିବେ। ତୁମ୍ଭେମାନେ ସେଠାରେ ବିଭିନ୍ନ ପ୍ରତିମା କରି ବା ଖୋଦିତ ମୂର୍ତ୍ତି କରି ତୁମ୍ଭମାନଙ୍କର ଜୀବନଧାରାକୁ କ୍ଷୁର୍ଣ୍ଣ କରିବ। ଯେତେବେଳେ ତୁମ୍ଭେମାନେ ଏପରି କରିବ, ପରମେଶ୍ୱର ତୁମ୍ଭମାନଙ୍କ ଉପରେ କ୍ରୋଧ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସେହି ଦେଶରେ ପୁତ୍ର ପୌତ୍ରଗଣକୁ ଜନ୍ମ ଦେଇ ବହୁ କାଳ ବାସ କଲା ଉତ୍ତାରେ ଯେବେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ କ୍ରୁଦ୍ଧ କରାଇବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସେହି ଦେଶରେ ପୁତ୍ର ପୌତ୍ରଗଣକୁ ଜନ୍ମ ଦେଇ ବହୁ କାଳ ବାସ କଲା ଉତ୍ତାରେ ଯେବେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି କୌଣସି ବସ୍ତୁର ପ୍ରତିମୂର୍ତ୍ତି ବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ କ୍ରୁଦ୍ଧ କରାଇବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ।