Deuteronomy 4:26 — Compare Translations

5 translations compared side by side

Odia - 1840
"ତେଣୁ ବର୍ତ୍ତମାନ ମୁ ତୁମ୍ଭମାନଙ୍କୁ ସତର୍କ କରାଇ ଦେଉଛି, ସ୍ବର୍ଗ ଓ ପୃଥିବୀକକ୍ସ୍ଟ ସାକ୍ଷୀରଖି କହକ୍ସ୍ଟଛି, ତୁମ୍ଭମାନେେ ଯଦି ଏପରି କର, ତବେେ ତୁମ୍ଭମାନେେ ୟର୍ଦ୍ଦନ ପାର ହାଇେ ଯେଉଁ ଦେଶକକ୍ସ୍ଟ ଯାଉଛ, ସହେି ଦେଶରକ୍ସ୍ଟ ଶିଘ୍ର ସଠାେରକ୍ସ୍ଟ ନିଃଶଷେରୂପେ ବିନଷ୍ଟ ହବେ। ତୁମ୍ଭମାନେେ ସଠାେରେ ଦୀର୍ଘଜୀବି ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ଵର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି, ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରୁ ଶୀଘ୍ର ନିଃଶେଷ ରୂପେ ବିନଷ୍ଟ ହେବ; ତୁମ୍ଭେମାନେ ତହିଁ ମଧ୍ୟରେ ଦୀର୍ଘ ପରମାୟୁ ପାଇବ ନାହିଁ, ମାତ୍ର ନିର୍ମୂଳରେ ଉଚ୍ଛିନ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ସତର୍କ କରାଇ ଦେଉଛି, ସ୍ୱର୍ଗ ଓ ପୃଥିବୀକୁ ସାକ୍ଷୀରଖି କହୁଅଛି, ତୁମ୍ଭେମାନେ ଯଦି ଏପରି କର, ତେବେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯେଉଁ ଦେଶକୁ ଯାଉଛ, ସେହି ଦେଶରୁ ଶୀଘ୍ର ସେଠାରୁ ନିଃଶେଷରୂପେ ବିନଷ୍ଟ ହେବ। ତୁମ୍ଭେମାନେ ସେଠାରେ ଦୀର୍ଘଜୀବୀ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି, ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରୁ ଶୀଘ୍ର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ; ତୁମ୍ଭେମାନେ ତହିଁ ମଧ୍ୟରେ ଦୀର୍ଘାୟୁ ପାଇବ ନାହିଁ, ମାତ୍ର ନିର୍ମୂଳରେ ଉଚ୍ଛିନ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)