Deuteronomy 4:27 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କୁ ଅନ୍ୟ ଦେଶୀଯ ଲୋକମାନଙ୍କ ମଧିଅରେ ଛିନ୍ନ ବିଛିନ୍ନ କରିବେ। ଯେଉଁ ସ୍ଥାନକକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କୁ ନଇେଯିବେ, ସହେି ଅନ୍ୟ ଦେଶୀଯ ଲୋକମାନଙ୍କ ମଧିଅରେ, ତୁମ୍ଭମାନେେ ଅଳ୍ପ ସଂଖ୍ଯକ ହାଇେ ଅବଶିଷ୍ଟ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇ ଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭମାନଙ୍କୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ଛିନ୍ନ ବିଛିନ୍ନ କରିବେ। ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ, ତୁମ୍ଭେମାନେ ଅଳ୍ପ ସଂଖ୍ୟକ ହୋଇ ଅବଶିଷ୍ଟ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇ ଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ।