Deuteronomy 4:28 — Compare Translations
5 translations compared side by side
Odia - 1840
"ସଠାେରେ ତୁମ୍ଭମାନେେ ମନକ୍ସ୍ଟଷ୍ଯର ହସ୍ତକୃତ କାଠମଯ ଓ ପ୍ରସ୍ତରମଯ ପକ୍ସ୍ଟଣି ଯେଉଁମାନେ ଦେଖନ୍ତି ନାହିଁ, କି ଶକ୍ସ୍ଟଣନ୍ତି ନାହିଁ କି ଭୋଜନ କରନ୍ତି ନାହିଁ, କି ଆଘ୍ରାଣ କରନ୍ତି ନାହିଁ, ଏପରି ଦବଗେଣର ସବୋ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ସ୍ଥାନରେ ତୁମ୍ଭେମାନେ ମନୁଷ୍ୟର ହସ୍ତକୃତ କାଷ୍ଠମୟ ଓ ପ୍ରସ୍ତରମୟ, ପୁଣି ଯେଉଁମାନେ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଭୋଜନ କରନ୍ତି ନାହିଁ, କି ଆଘ୍ରାଣ କରନ୍ତି ନାହିଁ, ଏପରି ଦେବଗଣର ସେବା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ତୁମ୍ଭେମାନେ ମନୁଷ୍ୟର ହସ୍ତକୃତ କାଠମୟ ଓ ପ୍ରସ୍ତରମୟ ପୁଣି ଯେଉଁମାନେ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ କି ଭୋଜନ କରନ୍ତି ନାହିଁ, କି ଆଘ୍ରାଣ କରନ୍ତି ନାହିଁ, ଏପରି ଦେବଗଣର ସେବା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ସ୍ଥାନରେ ତୁମ୍ଭେମାନେ ମନୁଷ୍ୟର ହସ୍ତକୃତ କାଷ୍ଠମୟ ଓ ପ୍ରସ୍ତରମୟ, ପୁଣି ଯେଉଁମାନେ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଭୋଜନ କରନ୍ତି ନାହିଁ, କି ଆଘ୍ରାଣ କରନ୍ତି ନାହିଁ, ଏପରି ଦେବଗଣର ସେବା କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ସ୍ଥାନରେ ତୁମ୍ଭେମାନେ ମନୁଷ୍ୟର ହସ୍ତକୃତ କାଷ୍ଠମୟ ଓ ପ୍ରସ୍ତରମୟ, ପୁଣି ଯେଉଁମାନେ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଭୋଜନ କରନ୍ତି ନାହିଁ, କି ଆଘ୍ରାଣ କରନ୍ତି ନାହିଁ, ଏପରି ଦେବଗଣର ସେବା କରିବ।