Deuteronomy 4:29 — Compare Translations

5 translations compared side by side

Odia - 1840
"କିନ୍ତୁ ସହେି ସ୍ଥାନ ରେ ଯବେେ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଅନ୍ବଷେଣ କରିବ। ତବେେ ତୁମ୍ଭମାନେେ ଯଦି ହୃଦଯତାର ସହାକା ରେ ତାଙ୍କୁ ଅନ୍ବଷେଣ କର ତବେେ ତୁମ୍ଭେ ତାଙ୍କୁ ପାଇପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଅନ୍ଵେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ଵେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହି ସ୍ଥାନରେ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଅନ୍ୱେଷଣ କରିବ। ତେବେ ତୁମ୍ଭେମାନେ ଯଦି ହୃଦୟତାର ସହକାରେ ତାଙ୍କୁ ଅନ୍ୱେଷଣ କର ତେବେ ତୁମ୍ଭେ ତାଙ୍କୁ ପାଇପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅନ୍ୱେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ୱେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅନ୍ୱେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ୱେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ।