Deuteronomy 4:3 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ସଦାପ୍ରଭୁଙ୍କର କର୍ମ ବାଲପିଯୋର ରେ ଦେଖିଅଛ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ବାଲପିୟୋରର ପଶ୍ଚାଦଗାମୀ ସମସ୍ତ ଲୋକଙ୍କକ୍ସ୍ଟ ତୁମ୍ଭମାନଙ୍କ ମଧ୍ଯରକ୍ସ୍ଟ ହତ୍ଯା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାଲପିୟୋର ବିଷୟରେ ସଦାପ୍ରଭୁ ଯାହା କଲେ, ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଅଛି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ବାଲପିୟୋରର ପଶ୍ଚାଦ୍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭ ମଧ୍ୟରୁ ବିନଷ୍ଟ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ସଦାପ୍ରଭୁଙ୍କର କର୍ମ ବାଲପିୟୋରରେ ଦେଖିଅଛ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ବାଲପିୟୋରର ପଶ୍ଚା‌ଦ୍‌ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭମାନଙ୍କ ମଧ୍ୟରୁ ହତ୍ୟା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାଲ୍‍-ପିୟୋର ବିଷୟରେ ସଦାପ୍ରଭୁ ଯାହା କଲେ, ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଅଛି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବାଲପିୟୋରର ପଶ୍ଚାଦ୍‍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭ ମଧ୍ୟରୁ ବିନଷ୍ଟ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ବାଲ୍‍-ପିୟୋର ବିଷୟରେ ସଦାପ୍ରଭୁ ଯାହା କଲେ, ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଅଛି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବାଲପିୟୋରର ପଶ୍ଚାଦ୍‍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭ ମଧ୍ୟରୁ ବିନଷ୍ଟ କରିଅଛନ୍ତି।