Deuteronomy 4:30 — Compare Translations

5 translations compared side by side

Odia - 1840
"ଯେତବେେଳେ ତୁମ୍ଭମାନେେ ବିପଦ ରେ ପଡିବ ଓ ଏହି ସମସ୍ତ ତୁମ୍ଭମାନଙ୍କର ଉପରେ ଘଟିବ ସେତବେେଳେ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନିକଟକକ୍ସ୍ଟ ଫରେିବ ଓ ତାଙ୍କର ସମସ୍ତ ଅନକ୍ସ୍ଟଶାସନ ମାନିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ତୁମ୍ଭେ ସଙ୍କଟରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭ ଉପରେ ଘଟିବ, ସେହି ଶେଷ କାଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ପ୍ରତି ଫେରିବ ଓ ତାହାଙ୍କ ରବରେ ଅବଧାନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ତୁମ୍ଭେମାନେ ବିପଦରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭମାନଙ୍କର ଉପରେ ଘଟିବ, ସେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରିବ ଓ ତାଙ୍କର ସମସ୍ତ ଅନୁଶାସନ ମାନିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ତୁମ୍ଭେ ସଙ୍କଟରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭ ଉପରେ ଘଟିବ, ସେହି ଶେଷ କାଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ଫେରିବ ଓ ତାହାଙ୍କ ରବ ଶୁଣିବ।
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ତୁମ୍ଭେ ସଙ୍କଟରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭ ଉପରେ ଘଟିବ, ସେହି ଶେଷ କାଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ଫେରିବ ଓ ତାହାଙ୍କ ରବ ଶୁଣିବ।