Deuteronomy 4:31 — Compare Translations

5 translations compared side by side

Odia - 1840
"ଯେ ହତେକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଜଣେ ଦୟାଳକ୍ସ୍ଟ ପରମେଶ୍ବର ଅଟନ୍ତି, ସେ ତୁମ୍ଭମାନଙ୍କୁ ତ୍ଯାଗ କରିବେ ନାହିଁ, କି ତୁମ୍ଭମାନଙ୍କୁ ସଂପୂର୍ଣ୍ଣ ବିନଷ୍ଟ କରିବେ ନାହିଁ କିଅବା ଶପଥ ଦ୍ବାରା ତକ୍ସ୍ଟମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିଯମ କରିଛନ୍ତି ତାହା ଭୂଲି ଯିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଦୟାଳୁ ପରମେଶ୍ଵର ଅଟନ୍ତି; ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ, କି ତୁମ୍ଭକୁ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ଵାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଅଛନ୍ତି, ତାହା ବିସ୍ମୃତ ହେବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେହେତୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଜଣେ ଦୟାଳୁ ପରମେଶ୍ୱର ଅଟନ୍ତି, ସେ ତୁମ୍ଭମାନଙ୍କୁ ତ୍ୟାଗ କରିବେ ନାହିଁ, କି ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ୱାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଛନ୍ତି ତାହା ଭୂଲି ଯିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଦୟାଳୁ ପରମେଶ୍ୱର ଅଟନ୍ତି; ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ, କି ତୁମ୍ଭକୁ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ୱାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଅଛନ୍ତି, ତାହା ପାସୋରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଦୟାଳୁ ପରମେଶ୍ୱର ଅଟନ୍ତି; ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ, କି ତୁମ୍ଭକୁ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ୱାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଅଛନ୍ତି, ତାହା ପାସୋରିବେ ନାହିଁ।