Deuteronomy 4:32 — Compare Translations

5 translations compared side by side

Odia - 1840
"ଏହା ପୂର୍ବରକ୍ସ୍ଟ ଏପରି ମହାନ କାର୍ୟ୍ଯ କବେେ ଦେଖିଛ କି? କଦାପି ନକ୍ସ୍ଟ ହେଁ କାରଣ ଅତୀତକକ୍ସ୍ଟ ଦେଖ। ତୁମ୍ଭମାନଙ୍କର ଜନ୍ମ ପୂର୍ବରକ୍ସ୍ଟ ଦେଖ। ପରମେଶ୍ବର ମନକ୍ସ୍ଟଷ୍ଯକକ୍ସ୍ଟ ପୃଥିବୀ ରେ ସୃଷ୍ଟି କରିବା ଦିନଠାରକ୍ସ୍ଟ ପୃଥିବୀର ଚାରିଆଡେ ଏପରି ମହାନ କାର୍ୟ୍ଯ କହେି କରିଛି। ଏପରି ମହାକାର୍ୟ୍ଯ ଘଟିବାର ଆଉ କହେି ଶକ୍ସ୍ଟଣିଛ କି? ନାଁ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ମନୁଷ୍ୟକୁ ପୃଥିବୀରେ ସୃଷ୍ଟି କରିବା ଦିନାବଧି ତୁମ୍ଭ ପୂର୍ବେ ଗତ କାଳକୁ ଓ ଆକାଶମଣ୍ତଳର ଏକ ପ୍ରାନ୍ତରୁ ଅନ୍ୟ ପ୍ରା; ପର୍ଯ୍ୟନ୍ତ ପଚାର, ଏହି ମହାକାର୍ଯ୍ୟ ତୁଲ୍ୟ କି ଆଉ କୌଣସି କାର୍ଯ୍ୟ ଅଛି, ଅବା ଏପ୍ରକାର କି ଶୁଣା ଯାଇଅଛି?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ମହାନ କର୍ମକୁ ସ୍ମରଣ କର “ଏହା ପୂର୍ବରୁ ଏପରି ମହାନ କାର୍ଯ୍ୟ କେବେ ଦେଖିଛ କି? କଦାପି ନୁହେଁ କାରଣ ଅତୀତକୁ ଦେଖ। ତୁମ୍ଭମାନଙ୍କର ଜନ୍ମ ପୂର୍ବରୁ ଦେଖ। ପରମେଶ୍ୱର ମନୁଷ୍ୟକୁ ପୃଥିବୀରେ ସୃଷ୍ଟି କରିବା ଦିନଠାରୁ ପୃଥିବୀର ଗ୍ଭରିଆଡ଼େ ଏପରି ମହାନ କାର୍ଯ୍ୟ କେହି କରିଛି। ଏପରି ମହାକାର୍ଯ୍ୟ ଘଟିବାର ଆଉ କେହି ଶୁଣିଛ କି? ନାଁ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ମନୁଷ୍ୟକୁ ପୃଥିବୀରେ ସୃଷ୍ଟି କରିବା ଦିନାବଧି ତୁମ୍ଭ ପୂର୍ବେ ଗତ କାଳକୁ ଓ ଆକାଶମଣ୍ଡଳର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ପଚାର, ଏହି ମହାକାର୍ଯ୍ୟ ତୁଲ୍ୟ କି ଆଉ କୌଣସି କାର୍ଯ୍ୟ ଅଛି, ଅବା ଏପ୍ରକାର କି ଶୁଣାଯାଇଅଛି?
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ମନୁଷ୍ୟକୁ ପୃଥିବୀରେ ସୃଷ୍ଟି କରିବା ଦିନାବଧି ତୁମ୍ଭ ପୂର୍ବେ ଗତ କାଳକୁ ଓ ଆକାଶମଣ୍ଡଳର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ପଚାର, ଏହି ମହାକାର୍ଯ୍ୟ ତୁଲ୍ୟ କି ଆଉ କୌଣସି କାର୍ଯ୍ୟ ଅଛି, ଅବା ଏପ୍ରକାର କି ଶୁଣା ଯାଇଅଛି?