Deuteronomy 4:33 — Compare Translations
5 translations compared side by side
Odia - 1840
"ତୁମ୍ଭେ ଯେପରି ଶକ୍ସ୍ଟଣିଅଛ, ସପରେି ଅନ୍ୟ କୌଣସି ଦେଶୀଯ ଲୋକ ପରମେଶ୍ବରଙ୍କର କଥା ଅଗ୍ନି ମଧ୍ଯରକ୍ସ୍ଟ କହିବାର ଶକ୍ସ୍ଟଣି ବଞ୍ଚିଲେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ଯେପରି ଶୁଣିଅଛ, ସେପରି କି ଅନ୍ୟ କୌଣସି ଦେଶୀୟ ଲୋକେ ପରମେଶ୍ଵରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଲେ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯେପରି ଶୁଣିଅଛ, ସେପରି ଅନ୍ୟ କୌଣସି ଦେଶୀୟ ଲୋକ ପରମେଶ୍ୱରଙ୍କର କଥା ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଲେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ଯେପରି ଶୁଣିଅଛ, ସେପରି କି ଅନ୍ୟ କୌଣସି ଦେଶୀୟ ଲୋକେ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ଯେପରି ଶୁଣିଅଛ, ସେପରି କି ଅନ୍ୟ କୌଣସି ଦେଶୀୟ ଲୋକେ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛନ୍ତି?