Deuteronomy 4:35 — Compare Translations
5 translations compared side by side
Odia - 1840
"ଏହିସବୁ ତକ୍ସ୍ଟମ୍ଭପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭମାନେେ ଜାଣିପାରିବ, ଯେ ସଦାପ୍ରଭୁ ପରମେଶ୍ବର ଅଟନ୍ତି, ତାଙ୍କ ଭିନ୍ନ ଆଉ କହେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ପରମେଶ୍ଵର ଅଟନ୍ତି, ତାହାଙ୍କ ଭିନ୍ନ ଆଉ କେହି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେମାନେ ଜାଣି ପାରିବ, ଯେ ସଦାପ୍ରଭୁ ପରମେଶ୍ୱର ଅଟନ୍ତି, ତାଙ୍କ ଭିନ୍ନ ଆଉ କେହି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି, ତାହାଙ୍କ ତୁଲ୍ୟ ଆଉ କେହି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି, ତାହାଙ୍କ ତୁଲ୍ୟ ଆଉ କେହି ନାହିଁ।