Deuteronomy 4:36 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଉପଦେଶ ଦବୋ ନିମନ୍ତେ ସ୍ବର୍ଗରକ୍ସ୍ଟ ତୁମ୍ଭକୁ ଆପଣା କଥା ଶକ୍ସ୍ଟଣାଇଲେ ଓ ପୃଥିବୀ ରେ ତୁମ୍ଭକୁ ଆପଣା ମହାଅଗ୍ନି ଦଖାଇେଲେ। ତୁମ୍ଭମାନେେ ଅଗ୍ନି ମଧ୍ଯରକ୍ସ୍ଟ ତାଙ୍କ ବାକ୍ଯ ଶକ୍ସ୍ଟଣି ପାରିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଉପଦେଶ ଦେବା ନିମନ୍ତେ ସ୍ଵର୍ଗରୁ ତୁମ୍ଭକୁ ଆପଣା ରବ ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହା ଅଗ୍ନି ଦେଖାଇଲେ, ତୁମ୍ଭେ ଅଗ୍ନି ମଧ୍ୟରୁ ତାହାଙ୍କର ବାକ୍ୟ ଶୁଣିଲ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଉପଦେଶ ଦେବା ନିମନ୍ତେ ସ୍ୱର୍ଗରୁ ତୁମ୍ଭକୁ ଆପଣା କଥା ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହାଅଗ୍ନି ଦେଖାଇଲେ। ତୁମ୍ଭେମାନେ ଅଗ୍ନି ମଧ୍ୟରୁ ତାଙ୍କ ବାକ୍ୟ ଶୁଣି ପାରିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉପଦେଶ ଦେବା ନିମନ୍ତେ ସ୍ୱର୍ଗରୁ ତୁମ୍ଭକୁ ଆପଣା ରବ ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହା-ଅଗ୍ନି ଦେଖାଇଲେ, ତୁମ୍ଭେ ଅଗ୍ନି ମଧ୍ୟରୁ ତାହାଙ୍କର ବାକ୍ୟ ଶୁଣିଲ।
Odia IRV 2017 (ଓଡିଆ ବାଇବେଲ)
ସେ ଉପଦେଶ ଦେବା ନିମନ୍ତେ ସ୍ୱର୍ଗରୁ ତୁମ୍ଭକୁ ଆପଣା ରବ ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହା ଅଗ୍ନି ଦେଖାଇଲେ, ତୁମ୍ଭେ ଅଗ୍ନି ମଧ୍ୟରୁ ତାହାଙ୍କର ବାକ୍ୟ ଶୁଣିଲ।