Deuteronomy 4:37 — Compare Translations

5 translations compared side by side

Odia - 1840
" ସମାନଙ୍କେ ପରେ ସମାନଙ୍କେ ଭବିଷ୍ଯତ ବଂଶଧର ତୁମ୍ଭକୁ ହିଁ ମନୋନୀତ କଲେ। କାରଣ ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନହେ କଲେ ଏବଂ ତୁମ୍ଭମାନଙ୍କୁ ତାଙ୍କର ମହାନ ଶକ୍ତି ବଳ ରେ ମିଶରରକ୍ସ୍ଟ ବାହାର କରି ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନେହ କରିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ହିଁ ମନୋନୀତ କଲେ,
Odia Bible ERV 2004 (ପବିତ୍ର ବାଇବଲ)
“ସେମାନଙ୍କ ପରେ ସେମାନଙ୍କ ଭବିଷ୍ୟଦ୍ ବଂଶଧର ତୁମ୍ଭକୁ ହିଁ ମନୋନୀତ କଲେ। କାରଣ ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନେହ କଲେ ଏବଂ ତୁମ୍ଭମାନଙ୍କୁ ତାଙ୍କର ମହାନ ଶକ୍ତି ବଳରେ ମିଶରରୁ ବାହାର କରି ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନେହ କରିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ହିଁ ମନୋନୀତ କଲେ,
Odia IRV 2017 (ଓଡିଆ ବାଇବେଲ)
ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନେହ କରିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ହିଁ ମନୋନୀତ କଲେ,