Deuteronomy 4:38 — Compare Translations

5 translations compared side by side

Odia - 1840
"ସେ ତକ୍ସ୍ଟମ୍ଭଠାରକ୍ସ୍ଟ ଅଧିକ ବଳବାନ ଓ ବହକ୍ସ୍ଟ ସଂଖ୍ଯକ, ଅନ୍ୟଦେଶୀଯମାନଙ୍କୁ ତୁମ୍ଭମାନଙ୍କ ଆଗରକ୍ସ୍ଟ ତଡି ଦଇେଛନ୍ତି। ସେ ସମାନଙ୍କେ ଦେଶ ରେ ତୁମ୍ଭମାନଙ୍କୁ ପ୍ରବେଶ କରାଇଲେ ଓ ତାହା ତୁମ୍ଭମାନଙ୍କୁ ଉତ୍ତରାଧିକାରୀ ସୂତ୍ର ରେ ଦେଲେ, ଯାହା ଆଜି ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ତୁମ୍ଭଠାରୁ ଅଧିକ ବଳବାନ ଓ ବହୁସଂଖ୍ୟକ ଅନ୍ୟ ଦେଶୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେଇ ସେମାନଙ୍କ ଦେଶରେ ତୁମ୍ଭକୁ ପ୍ରବେଶ କରାଇ ଆଜି ଦିନ ତୁଲ୍ୟ ଅଧିକାରାର୍ଥେ ତାହା ତୁମ୍ଭକୁ ଦେବା ପାଇଁ ଆପଣା ଶ୍ରୀମୁଖ ଓ ମହାପରାକ୍ରମ ଦ୍ଵାରା ମିସର ଦେଶରୁ ବାହାର କରି ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ତୁମ୍ଭଠାରୁ ଅଧିକ ବଳବାନ ଓ ବହୁସଂଖ୍ୟକ, ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭମାନଙ୍କ ଆଗରୁ ତଡ଼ି ଦେଇଛନ୍ତି। ସେ ସେମାନଙ୍କ ଦେଶରେ ତୁମ୍ଭମାନଙ୍କୁ ପ୍ରବେଶ କରାଇଲେ ଓ ତାହା ତୁମ୍ଭମାନଙ୍କୁ ଉତ୍ତରାଧିକାରୀ ସୂତ୍ରରେ ଦେଲେ, ଯାହା ଆଜି ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ତୁମ୍ଭଠାରୁ ଅଧିକ ବଳବାନ ଓ ବହୁସଂଖ୍ୟକ ଅନ୍ୟ ଦେଶୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେଇ ସେମାନଙ୍କ ଦେଶରେ ତୁମ୍ଭକୁ ପ୍ରବେଶ କରାଇ ଆଜି ଦିନ ତୁଲ୍ୟ ଅଧିକାରାର୍ଥେ ତାହା ତୁମ୍ଭକୁ ଦେବା ପାଇଁ ଆପଣା ଶ୍ରୀମୁଖ ଓ ମହାପରାକ୍ରମ ଦ୍ୱାରା ମିସର ଦେଶରୁ ବାହାର କରି ଆଣିଲେ।
Odia IRV 2017 (ଓଡିଆ ବାଇବେଲ)